ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ୍, ବୁଲବୁଲ୍ କରିଥିବା କ୍ଷୟକ୍ଷତିର କରିବେ ଆକଳନ
ସମୟ ଲାଇଭ୍,୧୪/୧୧: ବାତ୍ୟା ବୁଲବୁଲ୍ରେ ହୋଇଥିବା କ୍ଷୟକ୍ଷତି ଆକଳନ ପାଇଁ ଆଜି ଏକ ୭ ଜଣିଆ ଟିମ୍ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସାହେଲି ଘୋଷ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍ ଅପରାହ୍ନ ୧ଟାରେ ଭୁବନେଶ୍ୱର ପହଞ୍ଚିବେ ପରେ ଭଦ୍ରକ ଜିଲ୍ଲା ଗସ୍ତ କରିବେ। ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତି ଆକଳନ କରିବେ ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ପରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ […]
ସମୟ ଲାଇଭ୍,୧୪/୧୧: ବାତ୍ୟା ବୁଲବୁଲ୍ରେ ହୋଇଥିବା କ୍ଷୟକ୍ଷତି ଆକଳନ ପାଇଁ ଆଜି ଏକ ୭ ଜଣିଆ ଟିମ୍ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସାହେଲି ଘୋଷ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍ ଅପରାହ୍ନ ୧ଟାରେ ଭୁବନେଶ୍ୱର ପହଞ୍ଚିବେ ପରେ ଭଦ୍ରକ ଜିଲ୍ଲା ଗସ୍ତ କରିବେ। ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତି ଆକଳନ କରିବେ ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ପରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହେବା ସହ କେନ୍ଦ୍ରୀୟଟିମ୍ ଏଥିରେ ଯୋଗ ଦେବେ।
Tags:




