ବାରିପଦା ପାଇଁ ମୁଖ୍ୟମନ୍ତ୍ରୀ ବଡ ଘୋଷଣା

ଭୁବନେଶ୍ୱର,୮/୧: ମୟୁରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ଜିଲ୍ଲା ପାଇଁ ୨୦୦କୋଟିର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ୫୦ କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ବାରିପଦା ଜଗନ୍ନାଥ ମନ୍ଦିର ଉନ୍ନତି ପାଇଁ ୫ କୋଟିର ପ୍ୟାକେଜ ମଧ୍ୟ ଘୋଷଣା କରିଛନ୍ତି। ଅନ୍ୟପଟେ ବାରିପଦାରେ ଆଦାନି କିସ୍ ଆବାସିକ ସ୍କୁଲ ମଧ୍ୟ ଉଦଘାଟିତ ହୋଇଯାଇଛି। ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ […]

Samaya Live Picture
Published On

ଭୁବନେଶ୍ୱର,୮/୧: ମୟୁରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ଜିଲ୍ଲା ପାଇଁ ୨୦୦କୋଟିର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ୫୦ କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ବାରିପଦା ଜଗନ୍ନାଥ ମନ୍ଦିର ଉନ୍ନତି ପାଇଁ ୫ କୋଟିର ପ୍ୟାକେଜ ମଧ୍ୟ ଘୋଷଣା କରିଛନ୍ତି। ଅନ୍ୟପଟେ ବାରିପଦାରେ ଆଦାନି କିସ୍ ଆବାସିକ ସ୍କୁଲ ମଧ୍ୟ ଉଦଘାଟିତ ହୋଇଯାଇଛି। ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ଶିକ୍ଷାକୁ ବିକାଶର ମୂଳମନ୍ତ୍ର ଓ ସଶକ୍ତୀକରଣ ମାଧ୍ୟମ କହିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୬୫୦୦ ଛାତ୍ରାବାସରେ ୬ ଲକ୍ଷ ଜନଜାତି ଛାତ୍ରଛାତ୍ରୀ ରହୁଛନ୍ତି।

Tags: