କରୋନାରେ ମୃତ୍ୟୁ ହେଲେ ସାମ୍ବାଦିକଙ୍କ ପରିବାରକୁ ମିଳିବ ୧୫ଲକ୍ଷ

ସମୟ ଲାଇଭ,27/4: ସାରା ବିଶ୍ୱରେ କରୋନା  ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହି ସମୟରେ ନିଜ ଜୀବନକୁ ବିପଦରେ ପକେଇ ଖବର ସଂଗ୍ରହ କରୁଥିବା ଗଣମାଧ୍ୟମ କ୍ଷେତ୍ରରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ୧୫ଲକ୍ଷ ଟଙ୍କାର ବୀମା ରାଶି ଘୋଷଣା କରିଛନ୍ତି। କରୋନାରେ ସାମ୍ବାଦିକଙ୍କର ମୃତ୍ୟୁ ହେଲେ ତାଙ୍କ ପରିବାରକୁ  ୧୫ ଲକ୍ଷ ଟଙ୍କା ମିଳିବ    ।  ଏହି ଘୋଷଣା […]

Samaya Live Picture
Published On


ସମୟ ଲାଇଭ,27/4: ସାରା ବିଶ୍ୱରେ କରୋନା  ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହି ସମୟରେ ନିଜ ଜୀବନକୁ ବିପଦରେ ପକେଇ ଖବର ସଂଗ୍ରହ କରୁଥିବା ଗଣମାଧ୍ୟମ କ୍ଷେତ୍ରରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ୧୫ଲକ୍ଷ ଟଙ୍କାର ବୀମା ରାଶି ଘୋଷଣା କରିଛନ୍ତି। କରୋନାରେ ସାମ୍ବାଦିକଙ୍କର ମୃତ୍ୟୁ ହେଲେ ତାଙ୍କ ପରିବାରକୁ  ୧୫ ଲକ୍ଷ ଟଙ୍କା ମିଳିବ    ।  ଏହି
 ଘୋଷଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଜ୍ୟ ଗଣମାଧ୍ୟମ ଓ ସୂଚନା ଲୋକ ସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜ।

Tags: