Dr.Sanatan Rath
ଓଡ଼ିଶା 

ବିଶିଷ୍ଟ ନ୍ୟୁରୋ ସର୍ଜନ ଡାକ୍ତର ସନାତନ ରଥଙ୍କ ପରଲୋକ

ବିଶିଷ୍ଟ ନ୍ୟୁରୋ ସର୍ଜନ ଡାକ୍ତର ସନାତନ ରଥଙ୍କ ପରଲୋକ ଭୁବନେଶ୍ୱର: ଜୁନ ୦୯:ଓଡ଼ିଶାର ବିଶିଷ୍ଟ ନ୍ୟୁରୋ ସର୍ଜନ ପ୍ରଫେସର ଡାକ୍ତର ସନାତନ ରଥଙ୍କ ପରଲୋକ ହୋଇଛି । କଟକ କନିକା ଛକ ସ୍ଥିତ ବାସଭବନରେ ୮୬ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗତ କିଛିମାସ ଧରି ସେ ବାର୍ଦ୍ଧକ୍ୟଜନୀତ ରୋଗରେ ପୀଡିତ ଥିଲେ । ତାଙ୍କର ପରଲୋକ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ । ଜଣେ ସ୍ନାୟୁ ବିଶେଷଜ୍ଞ ଭାବରେ ଡା ରଥ […]
Read More...

Advertisement