Droupadi Murmu
Feature  ଓଡ଼ିଶା 

ଆମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ନାଁକୁ ବିଶ୍ୱସ୍ତରରେ ପରିଚିତ କରାଇଛନ୍ତି ଦେଶର ବର୍ତ୍ତମାନର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଯିଏ ହେଉଛନ୍ତି ପ୍ରଥମ ଓଡିଆ ଆଦିବାସୀ ମହିଳା ରାଷ୍ଟ୍ରପତି । ୧୯୫୮ ମସିହା ଜୁନ ୨୦ ତାରିଖରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାସ୍ଥିତ ବାଇଦାପୋଷିଠାରେ ଏକ ସାନ୍ତାଳୀ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା, ହେଲେ ତାଙ୍କୁ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ତାଙ୍କ ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ […]
Read More...

Advertisement