ED
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ରାହୁଲଙ୍କ ପରେ ଇଡି କାର୍ଯ୍ୟାଳୟରେ ଏବେ ସୋନିଆଙ୍କ ପାଳି
Published On
By Samaya Live
ନୂଆଦିଲ୍ଲୀ: ଜୁଲାଇ ୧୨: ଗାନ୍ଧୀ ପରିବାର ପଛରେ ଫୁଲ ଦମରେ ଲାଗି ପଡିଛି ଇଡି । ରାହୁଲଙ୍କ ପରେ ଏବେ ସୋନିଆଙ୍କୁ ଜେରା କରିବ ଇଡି । କଂଗ୍ରେସ ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ଜୁଲାଇ ୨୧ରେ ନ୍ୟାସନାଲ ହେରାଲï ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡିରେ ହାଜରେ ହେବେ । ଘଟଣାରେ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଲଗାତାର ତିନି ଦିନ ପର୍ଯ୍ୟନ୍ତ ଜେରା କରାଯାଇଥିଲା । ପ୍ରଥମ ଦିନ ୧୦ ଘଣ୍ଟାର […]
ପ୍ରେମିକ ସୁକେଶଙ୍କ ମାମଲାରେ ପୁଣି ଫସିଲେ ଜ୍ୟାକଲିନେ୍
Published On
By Samaya Live
ନୂଆଦିଲ୍ଲୀ: ଜୁନ ୨୮: ଠକ୍ ସୁକେଶ ଚନ୍ଦ୍ରଶେଖର ମାମଲାରେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଉପରେ ପୁଣି ସମସ୍ୟା । ତାଙ୍କୁ ଏନଫୋର୍ସମେଣ୍ଟ ଡାଇରେକେଫାରେଟ ମନି ଲଣ୍ଡରିଂ ମାମଲାରେ ପୁଣି ଥରେ ଜେରା କରିଛି । ଏହା ପୂର୍ବରୁ ମଧ୍ୟ ଜ୍ୟାକଲିନଙ୍କୁ ଅନେକ ପ୍ରଶ୍ନ କରାଯାଇଥିଲା । ରିପୋର୍ଟ ଅନୁଯାୟୀ, ସୁକେଶଙ୍କର କିଛି ଆକାଉଣ୍ଟ ବିଷୟରେ ଅଭିନେତ୍ରୀ ଅବଗତ ଥିଲେ । ସେ ସୁକେଶଙ୍କ ସହ ସମ୍ପର୍କ ରଖିଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ନିଜର ମୁହଁ ଖୋଲିନାହାନ୍ତି । ଇଡି […]
ରାହୁଲଙ୍କ ଇଡିରେ ହାଜର ନେଇ ଚର୍ଚ୍ଚା
Published On
By Samaya Live
ନୂଆଦିଲ୍ଲୀ: ଜୁନ ୨୦: ଇଡି କାର୍ଯ୍ୟାଳୟରେ ପହଁଚିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ନ୍ୟାସନାଲ ହେରାଲï ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ଚତୁର୍ଥ ଥର ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସାମ୍ନାରେ ହାଜର ହୋଇଛନ୍ତି । ରାହୁଲଙ୍କୁ ପୂର୍ବରୁ ଏ ନେଇ ତିନି ରାଉଣ୍ଡ ପଚରାଉଚରା କରାଯାଇଛି । କି;ୁ ସେ କେନ୍ଦ୍ରୀୟ ଏଜେନ୍ସିକୁ ଏକ ଚିଠି ଲେଖି ସୋମବାର ପର୍ଯ୍ୟନ୍ତ ଇଡିରେ ହାଜର ହେବାକୁ ସ୍ଥଗିତ ରଖାଯାଉ ବୋଲି କହିଥିଲେ । କାରଣ […]
ଇଡିରେ ହାଜର ହେବେ ରାହୁଲ ଗାନ୍ଧୀ
Published On
By Samaya Live
ନୂଆଦିଲ୍ଲୀ: ଜୁନ ୧୩: ନ୍ୟାସନାଲ ହେରାଲï ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ସମ୍ମୁଖରେ ହାଜର ହେବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏହି ପରିପ୍ରେକ୍ଷୀରେ କଂଗ୍ରେସ ଶକ୍ତି ପ୍ରଦର୍ଶନ କରିବା ପାଇଁ ନିଜର ଯୋଜନା କରିଛି । ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ଆଗରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ କରିବେ । ନ୍ୟାସନାଲ ହେରାଲï ମାମଲାରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଆସନ୍ତା ୨୩ ତାରିଖରେ ବି ହାଜର ହେବାକୁ ନିର୍ଦ୍ଦେଶ ରହିଛି […]
ବର୍ତ୍ତମାନ ସୁଧା କରୋନା ଆକ୍ରାନ୍ତ ସୋନିଆ ଗାନ୍ଧୀ
Published On
By Samaya Live
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବେ ବି କରୋନା ଭାଇରସ୍ ସଂକ୍ରମିତ । ତାଙ୍କର ସଦ୍ୟତମ କରୋନା ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ନିର୍ଦ୍ଧାରିତ ସମୟରେ ତାଙ୍କର କରୋନା ଟେଷ୍ଟ କରାଯିବ, ସେ ପର୍ଯ୍ୟନ୍ତ ଡାକ୍ତର ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚଳିତ ମାସରେ କରୋନା ସଂକ୍ରମିତ ହୋଇଥିଲେ । କରୋନା ସଂକ୍ରମିତ ହେବା ପୂର୍ବରୁ ସୋନିଆ ଗାନ୍ଧୀ ମେ ମାସରେ ରାଜସ୍ଥାନର ଉଦୟପୁରରେ ଆୟୋଜିତ […]
୮୦୦ କୋଟି ବିଦେଶୀ ଧନ ଗଚ୍ଛିତ କରି ଫସିଲେ ଅନୀଲ ଅମ୍ବାନୀ
Published On
By Samaya Live
ନୂଆଦିଲ୍ଲୀ: ଜୁନ ୦୬: ଅନୀଲ ଅମ୍ବାନୀଙ୍କ ପାଇଁ ବଢିଲା ଅଡୁଆ । ବିଦେଶରେ କୋଟି କୋଟି ଟଙ୍କାର ସମ୍ପତି ପାଇଁ ଫସିଲେ ଅନୀଲ । ଆୟକର ବିଭାଗର ମୁମ୍ବାଇ ଶାଖା ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ଅନୀଲଙ୍କ ବିରୋଧରେ ୨୦୧୬ କଳାଧନ ଅଧିନିୟମ ଆଧାରରେ ଏକ ନିର୍ଦ୍ଦେଶନାମା ପାରିତ କରିଛି । ପୂର୍ବରୁ ମଧ୍ୟ ଏ ମାମଲାରେ ତଦନ୍ତକାରୀ ଟିମ୍ ଅନୀଲଙ୍କୁ ନୋଟିସ ଜାରି କରିଥିଲେ । ହେଲେ ସେ ଏହାର କୌଣସି ଜବାବ ଦେଇନଥିଲେ । ଫଳରେ […]
ସତ୍ୟେନ୍ଦ୍ର ଜୈନଙ୍କ ଘରେ ଇଡିର ଚଢାଉ
Published On
By Samaya Live
ଦିଲ୍ଲୀ: ଜୁନ ୬: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଟିମର ଚଢ଼ଉ । କୋଲକାତା କଂପାନିରେ ସତ୍ୟେନ୍ଦ୍ରଙ୍କ ଅର୍ଥ ନିବେଶ ଘଟଣାରେ ଇଡି ଚଢ଼ଉ କରିଛି । ଇଡିର ସୂଚନା ଅନୁସାରେ, ବେନାମୀ କଂପାନି ନାଁରେ ସତ୍ୟେନ୍ଦ୍ର ୧୬ କୋଟି ଟଙ୍କା ଦେଣନେଣ କରିଛନ୍ତି । ମୋଟ୍ ୮ ଥରରେ ଏହି ୧୬ କୋଟି ଟଙ୍କା ଦେଣନେଣ ହୋଇଥିବାବେଳେ ଶେଷ ତିନି ଥରରେ ୪.୬ କୋଟି ଟଙ୍କାର ଟ୍ରାଞ୍ଜାକସନ ହୋଇଛି । ୨୦୧୫-୧୬ରେ […]
ଇଡିରେ ହାଜର ହେବା ପାଇଁ ରାହୁଲ ଗାନ୍ଧୀଙ୍କୁ ସାନି ସମନ୍ ଜାରି
Published On
By Samaya Live
ନୂଆଦିଲ୍ଲୀ: ଜୁନ ୩: ନ୍ୟାସନାଲ୍ ହେରାଲଡ ମାମଲାରେ ଜୁନ୍ ୧୩ରେ ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବା ପାଇଁ କଂଗ୍ରେସ ନେତା ରାହୁଲ୍ ଗାନ୍ଧୀଙ୍କ ପ୍ରତି ସାନି ସମନ୍ ଜାରି କରାଯାଇଛି । ପୂର୍ବରୁ ଏହି ମାମଲାରେ ଜୁନ୍ ୨ ତାରିଖରେ ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବା ପାଇଁ ତାଙ୍କ ପାଖକୁ ସମନ୍ ପଠାଯାଇଥିଲା । କି;ୁ, ବିଦେଶ ଗସ୍ତରେ ଥିବା ଦର୍ଶାଇ ସେ ଏଜେନ୍ସି ନିକଟରେ ହାଜର ହେବା ପାଇଁ ଅଧିକ ସମୟ ଲୋଡ଼ିଥିଲେ । ଉଲ୍ଲେଖଯୋଗ୍ୟ, […]
କଂଗ୍ରେସ କାର୍ଯ୍ୟକାରୀ ଅଧ୍ୟକ୍ଷା ସୋନିଆ ଗାନ୍ଧି ଓ ରାହୁଲକୁ ନୋଟିସ୍ ଦେଲା ଇଡି
Published On
By Samaya Live
ନୂଆଦିଲ୍ଲୀ: ଜୁନ୍ ୧: ନ୍ୟାସନାଲ ହେରଲï କେସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏଆଇସିସି କାର୍ଯ୍ୟକାରୀ ଅଧ୍ୟକ୍ଷା ସୋନିଆ ଗାନ୍ଧି ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ନୋଟିସ୍ ଜାରି କରିଛି । କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭୀ ଓ ରଣଦୀପ ସୂରଜେୱାଲା ସାମ୍ବାଦିକ ସମ୍ମିଳନୀ ଡକାଇ କହିଛନ୍ତି ଯେ, ସୋନିଆ ଓ ରାହୁଲଙ୍କୁ ଜୁନ୍ ୮ ତାରିଖରେ ପଚରାଉଚରା ପାଇଁ ଇଡି ଡକାଇଛି । ତେବେ ଇଡିଙ୍କ ପଚରା ଉଚରା ଲାଗି ସୋନିଆ ନିଶ୍ଚିତ ଯିବେ ବୋଲି […]
ଜୈନଙ୍କ ଗିରଫ ପରେ ମୁହଁ ଖୋଲିଲେ କେଜରିୱାଲ
Published On
By Samaya Live
ନୂଆଦିଲ୍ଲୀ: ମଇ ୩୧: ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିବା ପରେ ମାମଲକୁ ନକଲି କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ସେ କହିଛନ୍ତି ଏହା ସଂପୂର୍ଣ୍ଣ ନକଲି ଓ ରାଜନୈତିକ ଷଡଯନ୍ତ୍ର । ଯଦି ଏ ଘଟଣାରେ ଟିକେ ବି ସତ୍ୟତା ଥାଆନ୍ତା ତେବେ ମୁଁ ନିଜେ ହିଁ ସତ୍ୟେନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥାନ୍ତି । ବ୍ୟକ୍ତିଗତ ଭାବେ ମାମଲାର ତଦନ୍ତ କରି ଜାଣିବାକୁ […]
୫,୦୫୦ କୋଟି ଟଙ୍କାର ଠକେଇ ଅଭିଯୋଗରେ ଧରିଲା ଇଡି
Published On
By Samaya Live
ନୂଆଦିଲ୍ଲୀ: ଅପ୍ରେଲ ୨୬: ୟେସ୍ ବ୍ୟାଙ୍କର ପ୍ରତିଷ୍ଠାତା ରାଣା କପୁରଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ । ରଣାଙ୍କ ସମେତ ଦିନ ହାଉସିଂ ଫାଇନାନ୍ସ ଲିମିଟେଡ୍ (ଡିଏଚ୍ଏଫ୍ଏଲ୍) ର କପିଲ ଓ ଧୀରଜ ୱାଧିନଙ୍କ ନାଁରେ ୫,୦୫୦ କୋଟି ଟଙ୍କାର ଅର୍ଥ ହଡ଼ପ କରିଥିବାର ଅଭିଯୋଗ କରିଛି ଇଡି ।ଉଭୟ ରାଣା ଓ ୱାଧନ ଭାତ୍ରା ମନି ଲଣ୍ଡରିଂ କରି କୋଟି କୋଟି ଟଙ୍କା ଦେଶ ବାହାରକୁ ପଠାଇଛନ୍ତି ବୋଲି ଇଡି ଏହାର ଦ୍ୱିତୀୟ ଚାର୍ସିଟ୍ରେ ଜଣାଇଛି । […]
ଟିଏମସି ସାଂସଦ ଅଭିଷେକ ବାନାର୍ଜୀଙ୍କୁ ସାନି ସମନ
Published On
By Samaya Live
ପଶ୍ଚିମବଙ୍ଗ: ମାର୍ଚ୍ଚ ୨୨: କୋଇଲା ସ୍କାମ ମାମଲାରେ ଇଡିର ସମନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଟିଏମସି ସାଂସଦ ଅଭିଷେକ ବାନାର୍ଜୀ । ପଶ୍ଚିମବଙ୍ଗର କୋଇଲା ଦୁର୍ନୀତି ତଥା ମନି ଲଣ୍ଡରିଂ ମାମଲାରେ ଅଭିଷେକ ଇଡି ଜାଲରେ ଫସିଛନ୍ତି । ଉଭୟ ସ୍ୱାମୀ ଅଭିଷେକ ଏବଂ ପତ୍ନୀ ରୁଜିରାଙ୍କୁ ଇଡି ନିକଟରେ ହାଜର ହେବାକୁ ନିର୍ଦ୍ଦେଶ ହୋଇଛି । ପୂର୍ବରୁ ଇଡିର ସମନ ବିରୋଧରେ ଦିଲ୍ଲୀ ହାଇକୋର୍ଟ ଯାଇଥିଲେ ଅଭିଷେକ । ଯେହେତୁ ଉଭୟଙ୍କ ଘର ପଶ୍ଚିମବଙ୍ଗରେ […]

