ଓଡିଆ ଗୀତରେ ଡ୍ରିମ୍ ଗର୍ଲଙ୍କ ଓଡ଼ିଶୀନୃତ୍ୟ!
‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ ତାଳେ ଓଡ଼ିଶୀନୃତ୍ୟ କରିଛନ୍ତି ରାଜ୍ୟର ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ କଳାକାରମାନେ। ହେଲେ ଭିଡ଼ିଓର ମୁଖ୍ୟ ଆକର୍ଷଣ ସାଜିଛନ୍ତି ବଲିଉଡ୍ର ଡ୍ରିମ୍ ଗର୍ଲ ହେମା ମାଳିନୀ। ହେମାମାଳିନୀଙ୍କ ସହ ଏଥିରେ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ସୁଜାତା ମହାପାତ୍ର, ଗୁରୁ ରତିକାନ୍ତ ମହାପାତ୍ର ଏବଂ ସୃଜନ ଟିମ୍, ମୀରା ଦାସ ଏବଂ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି, ମିହିର ଦାସ, ଅପରାଜିତା […]
Tags:




