fire blast on delhi mundka
ଦେଶ- ବିଦେଶ 

ଦିଲ୍ଲୀ ମୁଣ୍ଡକାରେ ଭୟାବହ ଅଗ୍ନିକାଣ୍ଡ ୨୭ ମୃତ

ଦିଲ୍ଲୀ ମୁଣ୍ଡକାରେ ଭୟାବହ ଅଗ୍ନିକାଣ୍ଡ ୨୭ ମୃତ ଦିଲ୍ଲୀ: ମଇ ୧୪: ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ । ମୁଣ୍ଡକା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଥିବା ବେଳେ ୧୨ ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତକାଲି ମୁଣ୍ଡକା ସ୍ଥିତ ଏକ ୪ ମହଲା କମର୍ସିଆଲ୍‌ କୋଠାରେ ଅଗ୍ନିକାଣ୍ଡ ଘଟିଥିଲା । ଘଟଣାରେ ୬୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଅନେକ ନିଖୋଜ ଅଛନ୍ତି । ନିଖୋଜ ହୋଇଥିବା ଅଧିକାଂଶ ଲୋକ ଏହି କୋଠାରେ କାମ […]
Read More...

Advertisement