Flight from Bhubaneswar to Rourkela
ବାଣିଜ୍ୟ  ଓଡ଼ିଶା 

ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ

ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ ଭୁବନେଶ୍ୱର : ଆଜି ଠାରୁ ଭୁବନେଶ୍ୱରରୁ ରାଉରକେଲାକୁ ଆରମ୍ଭ ହେଲା ବିମାନ ସେବା । ଏହାକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଆଲାଏନ୍ସ ଏୟାର ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ଆଲାଏନ୍ସ ଏୟାର ଦ୍ୱାରା ଚଳାଚଳ କରିବାକୁ ଥିବା ଏହି ବିମାନରେ ଏକକାଳୀନ ୭୨ ଜଣ ଯାତ୍ରୀ ଯାଇପାରିବେ। ଏହି ବିମାନ ଭୁବନେଶ୍ୱର […]
Read More...

Advertisement