Former Finance Minister
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ହସ୍ପିଟାଲରୁ ଡିସଚାର୍ଜ ହେଲେ ମନମୋହନ ସିଂହ
Published On
By Samaya Live
Edited by Papu Mohanty ନୂଆଦିଲ୍ଲୀ : May 12: ଗତ ଦୁଇଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ତେବେ ସେ ସଂପୂର୍ଣ୍ଣ ସୁସ୍ଥ ହେବା ପରେ ଆଜି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ସଂପୂର୍ଣ୍ଣ ବିଶ୍ରାମ ନେବା ପାଇଁ ଡାକ୍ତରମାନେ ଶ୍ରୀ ସିଂହଙ୍କୁ ପରାମର୍ଶ ଦେଇଛନ୍ତି । ଏମ୍ସର କାଡିଓ ଥୋରାସିସ୍ ୱାର୍ଡରେ ମନମୋହନ ଚିକିତ୍ସିତ ହେଉଥିଲେ ।

