Free booster doses will be available from the 15th of this month
ଓଡ଼ିଶା 

୧୫ରୁ ମାଗଣା ବୁଷ୍ଟର୍‌ ଡୋଜ୍‌

୧୫ରୁ ମାଗଣା ବୁଷ୍ଟର୍‌ ଡୋଜ୍‌ ଭୁବନେଶ୍ୱର: ଜୁଲାଇ ୧୩: ଚଳିତ ମାସ ୧୫ରୁ ମାଗଣା ବୁଷ୍ଟର ଡୋଜ୍‌ ଉପଲବ୍ଧ ହେବ । କୋଭିଡ ବୁଷ୍ଟର ଡୋଜର ଅଭିଯାନକୁ ତ୍ୱରାନ୍ୱିତ କରିବାର ଲକ୍ଷ୍ୟ ରଖି ଭାରତର ସ୍ୱାଧୀନତାର ୭୫ତମ ବାର୍ଷିକୀ ପାଳନ କରିବାକୁ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ଆଜାଦି କା ଅମୃତ ମହୋତ୍ସବ’ର ଏକ ଅଂଶ ଭାବରେ ଏହି ଅଭିଯାନ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ୭୫ଦିନିଆ ସ୍ୱତନ୍ତ୍ର ଅଭିଯାନ ଅନ୍ତର୍ଗତ ସରକାରୀ ଟିକାକରଣ କେନ୍ଦ୍ରରେ ୧୮-୫୯ବର୍ଷ ବୟସ ବର୍ଗର ଲୋକମାନେ […]
Read More...

Advertisement