fresh covid fatalities in India
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧୨, ୫୧୪ କରୋନା ସଂକ୍ରମିତ ଏବଂ ୧୨, ୭୧୮ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୧୨, ୫୧୪ କରୋନା ସଂକ୍ରମିତ ଏବଂ ୧୨, ୭୧୮ ସୁସ୍ଥ ଦିଲ୍ଲୀ: ନଭେମ୍ବର ୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨, ୫୧୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୭୧୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୬ ଲକ୍ଷ ୬୮ ହଜାର ୫୬୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ […]
Read More...

Advertisement