Heavy rain in the state till tomorrow
ଓଡ଼ିଶା  ପାଣିପାଗ 

ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟା ମଧ୍ୟରେ ପାଗ ଅଧିକ ଦୁର୍ବଳ

ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟା ମଧ୍ୟରେ ପାଗ ଅଧିକ ଦୁର୍ବଳ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏହାର ପ୍ରଭାବ ରାଜ୍ୟରେ ଦେଖାଯିବ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ଏନେଇ ସୂଚନା ଦେଇଛି । ପାଣିପାଗ ଆହୁରି ମଧ୍ୟ ସୂଚନା ଦେଇଛି ଯେ, ଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହା […]
Read More...

Advertisement