Highest since March 2020
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧୮, ୪୫୪ କରୋନା ସଂକ୍ରମିତ ଏବଂ ୧୧୭, ୫୬୧ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୧୮, ୪୫୪ କରୋନା ସଂକ୍ରମିତ ଏବଂ ୧୧୭, ୫୬୧ ସୁସ୍ଥ ଦିଲ୍ଲୀ: ଅକ୍‌ଟୋବର ୨୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮, ୪୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୭, ୫୬୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୧୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ […]
Read More...

Advertisement