Home Minister Amit Shah
ଓଡ଼ିଶା 

ଆସନ୍ତାକାଲି ଭୁବନେଶ୍ୱର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଆସନ୍ତାକାଲି ଭୁବନେଶ୍ୱର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆସନ୍ତାକାଲି ଭୁବନେଶ୍ୱର ପହଞ୍ଚିବେ । ୮ ତାରିଖ ସକାଳେ କେନ୍ଦ୍ର ଗୃହମନ୍ତ୍ରୀ ରାଜଧାନୀରେ ଲିଙ୍ଗରାଜ ଦର୍ଶନ କରିବେ । ଏହାପରେ ତାଙ୍କର କଟକରେ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ୮ ତାରିଖ ପୂର୍ବାହ୍ନ ୧୧ଟାରେ ସେ କଟକର ଇନଡୋର୍‌ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ତମ ସ୍ୱନକ୍ଷତ୍ର ଦିବସରେ ଯୋଗ ଦେବେ ବୋଲି ରାଜ୍ୟ ବିଜେପି […]
Read More...
ଦେଶ- ବିଦେଶ 

ଅମିତ ଶାହାଙ୍କୁ କରୋନା

ଅମିତ ଶାହାଙ୍କୁ କରୋନା ଭୁବନେଶ୍ୱର : ଅଗଷ୍ଟ ୦୨:କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ କରୋନା । ନମୁନା ପରୀକ୍ଷା ପରେ ପଜିଟିଭ ଚିହ୍ନଟ ହୋଇଛି । କରୋନା ନେଇ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ଶ୍ରୀ ଶାହା । ଟ୍ୱିଟରରେ ସେ ଉଲ୍ଲେଖ କରିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ ଓ ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି । ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି । କି;ୁ ଡାକ୍ତରଙ୍କ […]
Read More...

Advertisement