ରାଶିଫଳ ( ୧୭.୧.୨୦୨୬ ଶନିବାର )
ମାଘମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ
ମେଷ- ପରୋପକାର, ସମାଜସେବା, ଧର୍ମକାର୍ଯ୍ୟରେ ଆଗ୍ରହ, ଶରୀର ସୁସ୍ଥ, କର୍ମକ୍ଷେତ୍ରେ ସ୍ବଳ୍ପ ଲାଭ, ବନ୍ଧୁଦର୍ଶନ, ନୂତନ ବ୍ୟବସାୟ ଆରମ୍ଭ, ଶତ୍ରୁ ପରାଭବ, ଆର୍ଥିକ ସହାୟତା, ଦୂରଯାତ୍ରା, ସହଯୋଗ ବୃଦ୍ଧି, ଭରଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ମାମଙ୍ଗଳା।
ବୃଷ- କର୍ମକ୍ଷେତ୍ରେ ବାଧା, ମାନସିକ ଅବସାଦ, ବ୍ୟବସାୟରେ ସ୍ବଳ୍ପ ଲାଭ, ଗାଡ଼ି ଚାଳନାରେ ସାବଧାନ, ସ୍ବଜନ ବିରୋଧ, ଆର୍ଥିକ ସମସ୍ୟା, ଶରୀର କଷ୍ଟ, ସମ୍ମାନ ହାନି, ଦାମ୍ପତ୍ୟ କଳହ, ବିଦ୍ୟାରେ ଅସଫଳ, ମୃଗଶିରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ୍, ସଂଖ୍ୟା-୨, ଆରାଧନା-ଭଗବାନ ଶଙ୍କର।
ମିଥୁନ- ପୈତୃକ ସମ୍ପତ୍ତିରେ ଲାଭ, ଶତ୍ରୁ ରହିବେ, ଉତ୍ତମ ସ୍ବାସ୍ଥ୍ୟ, ମନରେ ପ୍ରସନ୍ନତା, ଗୃହଶତ୍ରୁ, ବ୍ୟବସାୟରେ ଲାଭ, ଆଶା ସଫଳ, ବନ୍ଧୁ ସହଯୋଗ, ଦେବଦର୍ଶନ, ଶରୀର ସୁସ୍ଥ, ପୁନର୍ବସୁ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ- ଗୋଲଡ଼େନ, ସଂଖ୍ୟା-୬, ଆରାଧନା-ଲକ୍ଷ୍ମୀନୃସିଂହ।
କର୍କଟ- ଦ୍ରବ୍ୟଲାଭ, କାର୍ଯ୍ୟକ୍ଷେତ୍ରେ ଉନ୍ନତି, ବ୍ୟବସାୟରେ ଲାଭ, ସ୍ବାଦିଷ୍ଟ ଭୋଜନ, ସ୍ବାସ୍ଥ୍ୟରେ ଉନ୍ନତି, ସୁସମାଚାର, ଖୁସି ରହିବେ, ତୀର୍ଥାଟନ, ଶରୀର ସୁସ୍ଥ, ଅଚାନକ କଳହ, କଚେରୀ ମାମଲାର ସମାଧାନ, ପୂର୍ବାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଦାମୀ, ସଂଖ୍ୟା-୫, ଆରାଧନା-ମା ଭଗବତୀ।
ସିଂହ- ଶୁଭଖବର, ଅତିଥି ଆଗମନ, ଆର୍ଥିକ ଖୁସି, ଶୁଭକାଯ୍ୟେ ଧନବ୍ୟୟ, ନୂଆ େଯାଜନାରେ ଲାଭ, ବନ୍ଧୁଦର୍ଶନ, ବ୍ୟବସାୟରେ ଶତ୍ରୁତା, କାର୍ଯ୍ୟରେ ବାଧା, ସନ୍ତାନସୁଖ, ବିଦ୍ୟାରେ ସଫଳତା, ଉତ୍ତରାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ଗୋସେବା।
କନ୍ୟା- ଅପମାନଯୋଗ, କାର୍ଯ୍ୟକ୍ଷେତ୍ରେ ଅସନ୍ତୁଷ୍ଟ, ବ୍ୟବସାୟରେ ଲାଭ, ଦୂରଯାତ୍ରା, ଶତ୍ରୁକଷ୍ଟ, ଲୋକସମ୍ପର୍କରେ ଉନ୍ନତି, ଉଚ୍ଚଆଶାରେ ବିଳମ୍ବ, ଅଯଥା ଖର୍ଚ୍ଚ, ଉତ୍ତମ ସ୍ବାସ୍ଥ୍ୟ, ସନ୍ତାନ ସମସ୍ୟା, ଚିତ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୩, ଆରାଧନା-ମା ବଗଳାମୁଖୀ।
ତୁଳା- ତୀର୍ଥାଟନ, ନୂତନ ବ୍ୟବସାୟରେ ସହଯୋଗ, ବ୍ୟବସାୟରେ ଉନ୍ନତି, ସମ୍ମାନ ପ୍ରାପ୍ତି, ଶତ୍ରୁ ପରାଜିତ, ନୂତନ ନିଯୁକ୍ତି, ସ୍ବାସ୍ଥ୍ୟରେ ଉନ୍ନତି, ବହୁ କାର୍ଯ୍ୟରେ ଓ ପିଲାଙ୍କକ୍ଷେତ୍ରରେ ଖୁସି ମିଳିବ, ବିଶାଖା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୮, ଆରାଧନା-ପ୍ରଭୁ ଜଗନ୍ନାଥ।
ବିଛା- ଶୁଭଖବର, କାର୍ଯ୍ୟ ପ୍ରତି ଅନାଗ୍ରହ, ଅର୍ଥସମସ୍ୟା, ଜନସେବା, ବ୍ୟବସାୟରେ ବାଧା, ବନ୍ଧୁ ବିଦ୍ରୋହ, ସ୍ବାସ୍ଥ୍ୟଲାଭ, ଜ୍ୟେଷ୍ଠା ନକ୍ଷତ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୪, ଆରାଧନା-ମହାଲକ୍ଷ୍ମୀ।
ଧନୁ- ଶୁଭକାର୍ଯ୍ୟ, ଧନଖର୍ଚ୍ଚ, ଲୋକସମ୍ପର୍କରେ ଉନ୍ନତି, ଦେବକାର୍ଯ୍ୟରେ ସନ୍ତୁଷ୍ଟ, ଅସୁସ୍ଥତା, ନୂତନ ସହଯୋଗ, ବିଶିଷ୍ଠ ବ୍ୟକ୍ତିଙ୍କ ସହାୟତା, ନ୍ୟାୟିକ ବ୍ୟବସ୍ଥାରେ ଖୁସି, ପୂର୍ବାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୯, ଆରାଧନା-ରାଧାକୃଷ୍ଣ ।
ମକର- ବନ୍ଧୁ ସହଯୋଗ, , ବ୍ୟବସାୟରେ ଲାଭ, ସ୍ବାସ୍ଥ୍ୟରେ ଉନ୍ନତି, ସୁସମାଚାର, ଭାତୃପ୍ରୀତି, ଲୋକସମ୍ପର୍କ ବୃଦ୍ଧି, ଶତ୍ରୁ ରହିବେ, ଧନିଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କଳା, ସଂଖ୍ୟା-୪, ଆରାଧନା-ମାଦକ୍ଷିଣକାଳୀ।
କୁମ୍ଭ- ପଦୋନ୍ନତି, କାର୍ଯ୍ୟକ୍ଷେତ୍ରେ ଖୁସି, ଆଶା ସଫଳ, ଦୂରଯାତ୍ରାରେ ଲାଭ, ବନ୍ଧୁ ସହଯୋଗ, ମାନସମ୍ମାନ ପ୍ରାପ୍ତି, ବ୍ୟବସାୟରେ ଲାଭ, ଦୂରଯାତ୍ରା, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୯, ଆରାଧନା- ଶଙ୍କର।
ମୀନ- ଗୁରୁଜନଙ୍କ କୃପା, ବ୍ୟବସାୟରେ ଉନ୍ନତି, ବିଦେଶ ଯାତ୍ରା, ଅନୁଷ୍ଠାନରୁ ଲାଭ, ବନ୍ଧୁ ସହଯୋଗ, ଉଚ୍ଚ ସମ୍ମାନ, ପରିବାରର ଅସହଯୋଗ, ଶତ୍ରୁ ଉପଦ୍ରବ, ରେବତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା- ପ୍ରଭୁ ହନୁମାନ ।
ପଣ୍ଡିତ- ସତ୍ୟଶିବ ନନ୍ଦ (ଜ୍ୟୋତିଷ ଭାସ୍କର ଓ କର୍ମକାଣ୍ଡ ସୌରଭ)
ମୋ:୮୯୧୭୨୮୪୩୩୮



