୨୬.୩.୨୦୨୬, ଗୁରୁବାର
ରାଶିଫଳ ଚୈତ୍ର ଶୁକ୍ଳପକ୍ଷ ଅଷ୍ଟମୀ
ମେଷ: ନୂତନ ଆୟ, ବ୍ୟବସାୟରେ ସ୍ବଳ୍ପ ଲାଭ, ଶୁଭସମାଚାର, ମାନସିକ ଅବସାଦ, ଦେବକାର୍ଯ୍ୟରେ ଆଗ୍ରହ, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ଦାମ୍ପତ୍ୟ ସୁଖ, ଭରଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୯, ଆରାଧନା- ଶଙ୍କର ଭଗବାନ।
ବୃଷ: ବ୍ୟୟ ବୃଦ୍ଧି, ଲୋକସମସ୍ୟା, ବ୍ୟବସାୟରେ ସ୍ବଳ୍ପ ଲାଭ,ବନ୍ଧୁଲାଭ, ଶରୀର ସୁସ୍ଥ, କିଛି କାର୍ଯ୍ୟରେ ଅସନ୍ତୁଷ୍ଟ, ସନ୍ତାନ ସମସ୍ୟା, ପାରିବାରିକ ଖୁସି, ସମ୍ପତ୍ତିଲାଭ, ବ୍ୟକ୍ତି ସହାୟତା, ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୭, ଆରାଧନା- ମହାଲକ୍ଷ୍ମୀ।
ମିଥୁନ: ସମ୍ମାନଲାଭ, ତୀର୍ଥାଟନ, ଲୋକସମ୍ପର୍କ ବୃଦ୍ଧି, ଦ୍ରବ୍ୟଲାଭ, ଶୁଭଖବର, ବନ୍ଧୁଲାଭ, ସ୍ବାଦିଷ୍ଟ େଭାଜନ, କର୍ମକ୍ଷେତ୍ରେ ସମ୍ମାନିତ, ଉଚ୍ଚବ୍ୟକ୍ତିଙ୍କ ସହାୟତାରୁ ଶାନ୍ତି, ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ସବଜ, ସଂଖ୍ୟା-୧୨, ଆରାଧନା- ଶ୍ରୀ ଗଣେଶ।
କର୍କଟ: କର୍ମେ ଖୁସି, ମାନସିକ ଶାନ୍ତି, ଅର୍ଥ ସମସ୍ୟା, ପାରିବାରିକ ସହଯୋଗ, ନୂତନ କର୍ମାରମଭ, ସମ୍ପତ୍ତିବିବାଦ, ବ୍ୟବସାୟିକ ଖୁସି, ପରିଭ୍ରମଣ ସୁଖ, ଶରୀର ସୁସ୍ଥ, ଅଶ୍ଳେଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୮, ଆରାଧନା- ମା’ ଭଗବତୀ।
ସିଂହ: ଶରୀର ସୁସ୍ଥ, ମାନସିକ ଶାନ୍ତି, ସନ୍ତାନସୁଖ, ଲୋକସମ୍ପର୍କ ବୃଦ୍ଧି, ବ୍ୟବସାୟରେ ଲାଭ, ଅର୍ଥପ୍ରାପ୍ତି, ଭାତ୍ରୁଭଗ୍ନୀଙ୍କ ସ୍ନେହ, ଦ୍ରବ୍ୟଲାଭ, ସମ୍ପତ୍ତିଲାଭ, ହଠାତ୍ ଦୂରାତ୍ରା, ପୂର୍ବାଫାଲଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୧୦, ଆରାଧନା- ଲକ୍ଷ୍ମୀନାରାୟଣ।
କନ୍ୟା: ଅର୍ଥଲାଭ, ବନ୍ଧୁଗୃହେ ଯାତ୍ରା, ବିବାଦ ସମାଧାନ, ଉଚ୍ଚବ୍ୟକ୍ତିଙ୍କ ସହାୟତା, ଦାମ୍ପତ୍ୟ କଳହ, ନୂତନ କାର୍ଯ୍ୟାରମ୍ଭ, ବ୍ୟବସାୟରେ ସ୍ବଳ୍ପ ଲାଭ, ଶତ୍ରୁ ପରାଜିତ, ପରିବହନ କ୍ଷେତ୍ରେ ସମସ୍ୟା, ଆୟ ଭଲ, ହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶି, ସଂଖ୍ୟା-୬, ଆରାଧନା- ମା’ କୋଚିଲାଇ।
ତୁଳା: ଆର୍ଥିକ ସୁଖ, ଶୁଭଖବର, ସନ୍ତାନ ସମସ୍ୟା, ଉଚ୍ଚଆଶାରେ ଲାଭ, ମାନସିକ ଅବସାଦ, ସ୍ବାସ୍ଥ୍ୟ ସମସ୍ୟା, ବ୍ୟବସାୟିକ ଖୁସି, ବ୍ୟକ୍ତି ସହାୟତା, ଦୂରଯାତ୍ରା, ଗୃହେ ଉତ୍ସବ, ପିତାମାତାଙ୍କ ଚିନ୍ତା, ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୭, ଆରାଧନା- ଶଙ୍କର ଭଗବାନ।
ବିଛା: ଦ୍ରବ୍ୟଲାଭ, ଆତ୍ମସନ୍ତୋଷ, ଶୁଭକାର୍ଯ୍ୟରେ ଯୋଗଦାନ, ଶତ୍ରୁସମସ୍ୟା, ଗାଡ଼ିଚାଳନାରେ ସତର୍କ, ସ୍ବାସ୍ଥ୍ୟ ସମସ୍ୟା, ମାନସିକ ଅବସାଦ, ଅର୍ଥପ୍ରାପ୍ତି, ସନ୍ତାନ ଖୁସି, ସମ୍ପତ୍ତି କନ୍ଦଳ, ଜ୍ୟେଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୪, ଆରାଧନା- ମା’ ବଗଳାମୁଖୀ।
ଧନୁ: ପିଲାଙ୍କ କଷ୍ଟ, ପାରିବାରିକ ଖୁସି, ଅର୍ଥ ସମସ୍ୟା, ଜମିଜମା ଗଣ୍ଡଗୋଳ, ଦୂରଯାତ୍ରା, ବ୍ୟବସାୟରେ କଷ୍ଟ, ଲୋକସମ୍ପର୍କ ହାନି, ଶରୀର ସୁସ୍ଥ, ମାନସିକ ଅବସାଦ, ପୂର୍ବାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ପ୍ରତିକାର- ପିତାମାତାଙ୍କ ସେବା।
ମକର: କଳହଯୋଗ, ସନ୍ତାନଖୁସି, ପାରିବାରିକ ବିବାଦ, ବ୍ୟବସାୟରେ ସ୍ବଳ୍ପ ଲାଭ, ଦ୍ରବ୍ୟନଷ୍ଟ, ବ୍ୟକ୍ତି ସହାୟତା, ବିଦେଶ ଭ୍ରମଣ, ଶରୀର ସୁସ୍ଥ, କଚେରୀ ମାମଲା, ଆୟ କମ୍, ଶ୍ରବଣା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଇଗଣୀ, ସଂଖ୍ୟା-୫, ଆରାଧନା- ଗ୍ରାମଦେବତୀ।
କୁମ୍ଭ: କର୍ମେ ଖୁସି, ମାନସିକ ଅବସାଦ, ଦୂରଯାତ୍ରା, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁସାହାଯ୍ୟ, ଶାରୀରିକ ଅସୁସ୍ଥତା, ଅର୍ଥ ସମସ୍ୟା, ସନ୍ତାନ ସମସ୍ୟା, ବିଦ୍ୟାରେ ସଫଳତା, ନୂତନ କାର୍ଯ୍ୟ ଆରମ୍ଭ, ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- କଳା, ସଂଖ୍ୟା-୬, ଆରାଧନା- ଗାଈଙ୍କୁ ଖାଇବାକୁ ଦିଅନ୍ତୁ।
ମୀନ: ନୂତନ ଆଶା ପୂର୍ଣ୍ଣ, ସମ୍ପତ୍ତିଲାଭ, ଭ୍ରାତୃ କଳହ, ବିଶିଷ୍ଠ ବ୍ୟକ୍ତି ସହାୟତା, ଶରୀର ସୁସ୍ଥ, ବ୍ୟବସାୟ ଆରମ୍ଭ, ପରିବହନ କ୍ଷେତ୍ରେ ସମସ୍ୟା, ଅର୍ଥ ସମସ୍ୟା, ଶତ୍ରୁ ସମସ୍ୟା, ରେବତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୮, ଆରାଧନା- ମା’ ଦକ୍ଷିଣକାଳୀ।



