୩୧.୩.୨୦୨୬, ମଙ୍ଗଳବାର
ରାଶିଫଳ ଚୈତ୍ର ଶୁକ୍ଳପକ୍ଷ ତ୍ରୟୋଦଶୀ
ମେଷ: କର୍ମରେ ଆନନ୍ଦ, ଲୋସମ୍ପର୍ମ ବୃଦ୍ଧି, ପାରିବାରିକ ସହଯୋଗ, ବନ୍ଧୁକଷ୍ଟ, ଶତ୍ରୁ ସମସ୍ୟା, ବିଶିଷ୍ଠ ବ୍ୟକ୍ତିଙ୍କ ସହାୟତା, ବାଣିଜ୍ୟରେ ସ୍ବଳ୍ପ ଲାଭ, ଶରୀର ସୁସ୍ଥ, ବିଦେଶ ଭ୍ରମଣ, ସନ୍ତାନଲାଭ, ଅଶ୍ବିନୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୬, ଆରାଧନା-ଲକ୍ଷ୍ମୀନାରାୟଣ।
ବୃଷ: ଶରୀର ଅସୁସ୍ଥ, ବିଭିନ୍ନ କାର୍ଯ୍ୟରେ ସମସ୍ୟା, ଶତ୍ରୁ ସମସ୍ୟା, ଲୋକସମ୍ପର୍କ ହାନି, ବନ୍ଧୁ ସହାୟତା, ବାକିଧନ ଫେରସ୍ତ, ନୂତନ କର୍ମପ୍ରତି ଆଗ୍ରହ, ବିଦ୍ୟାରେ ସଫଳତା, ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଦାମୀ, ସଂଖ୍ୟା-୮, ଆରାଧନା- ମା’ ବଗଳାମୁଖୀ।
ମିଥୁନ: ଦ୍ରବ୍ୟଲାଭ, ବନ୍ଧୁ ସହଯୋଗ, ବ୍ୟବସାୟରେ ଉନ୍ନତି, କଳହ ସମାଧାନ, ଶତ୍ରୁ ପରାଜିତ, ନୂତନ କର୍ମପ୍ରତି ଅାଗ୍ରହ, ସମ୍ମାନ ପ୍ରାପ୍ତି, ଶରୀର ସୁସ୍ଥ, ସନ୍ତାନ ସମସ୍ୟା, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୨, ଆରାଧନା-ମହାଲକ୍ଷ୍ମୀ।
କର୍କଟ: ସୁସମ୍ବାଦ ପ୍ରାପ୍ତି, ଦ୍ରବ୍ୟ କ୍ରୟ, ଶତ୍ରୁ ସମସ୍ୟା ସମାଧାନ, ଲୋକସମ୍ପର୍କ ବୃଦ୍ଧି, ଧନଲାଭ,ଶରୀର ସ୍ବଳ୍ପ ଅସୁସ୍ଥ, ଭୂସମ୍ପତ୍ତିଲାଭ, ବିଦ୍ୟାରେ ସଫଳତା, ପୁଷ୍ୟା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ, ସଂଖ୍ୟା-୧୦, ଆରାଧନା- ପ୍ରଭୁ ହନୁମାନ।
ସିଂହ: ବନ୍ଧୁ ସହଯୋଗ, ନୂତନ ଲାଭ, କର୍ମକ୍ଷେତ୍ରେ ସଫତଳା, ବିଶିଷ୍ଠ ବ୍ୟକ୍ତିଙ୍କ ଦ୍ବାରା ଲାଭ, ଅର୍ଥଲାଭ, ଗାଡ଼ିଚାଳନାରେ ସାବଧାନ, ଶତ୍ରୁ ଦେଖାଦେବେ, ଗୃହେ କଳହ, ଲୋକସମ୍ପର୍କ ବୃଦ୍ଧି, ମଘା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା- ପ୍ରଭୁଶ୍ରୀରାମ।
କନ୍ୟା: ଆୟ ଅପେକ୍ଷା ବ୍ୟୟ ଅଧିକ, ଶରୀର ଅସୁସ୍ଥ, ମାଲିମୋକଦ୍ଦମାରେ କଷ୍ଟ, ବ୍ୟବସାୟରେ ଶତ୍ରୁତା, ପିଲାଙ୍କ ସମସ୍ୟା ଦେଖାଦେବ, ହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଦାମି, ସଂଖ୍ୟା-୪, ଆରାଧନା- ଲକ୍ଷ୍ମୀନୃସିଂହ।
ତୁଳା: ସ୍ବାସ୍ଥ୍ୟରେ ଉନ୍ନତି, ବ୍ୟବସାୟରେ ସ୍ବଳ୍ପ ଲାଭ, ନିଜ େଲାକଙ୍କ ଠାରୁ ବିରୋଧ, ପିଲାଙ୍କ ସମସ୍ୟା, ନୂତନ ଦ୍ରବ୍ୟଲାଭ, କଚେରି ମାମଲା ସମାଧାନ, ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ପିଙ୍କ, ସଂଖ୍ୟା-୭, ଆରାଧନା- ପିତାମାତାଙ୍କ ସେବା।
ବିଛା: ଅର୍ଥସମସ୍ୟା, ଥଣ୍ଡାଜନିତ ରୋଗ, ଦାମ୍ପତ୍ୟ ଖୁସି, ପୁରୁଣା ମାମଲା ସମାଧାନ, ବନ୍ଧୁ ବିଦ୍ରୋହ, ଅଚାନକ ଖୁସି ଖବର, ଆଶାପୂର୍ଣ୍ଣରେ ବିଳମ୍ବ, ସମସ୍ୟା ସମାଧାନ, ଗୁରୁଜନେ ଖୁସି, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୪, ଆରାଧନା- ପ୍ରଭୁ ଜଗନ୍ନାଥ।
ଧନୁ: ଆଭୂଷଣ ପ୍ରାପ୍ତି, ବିବାଦ ସମାଧାନ, ଯାନବାହନ କ୍ରୟ, କିଛି କାର୍ଯ୍ୟରେ ବିଳମ୍ବ, ଶତ୍ରୁ କଷ୍ଟ, ବିଦେଶ ଗ୍ରସ୍ଥ, କର୍ମକ୍ଷେତ୍ରେ ଖୁସି, ଲୋକସମ୍ପର୍କ ବୃଦ୍ଧି, ଅର୍ଥଲାଭ, ସୁମିଷ୍ଠ ଭୋଜନ, ବିଦ୍ୟାରେ ସଫଳତା, ମୂଳା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୧୨, ପ୍ରତିକାର- ବୟସ୍କଲୋକଙ୍କୁ ସାହାଯ୍ୟ କରନ୍ତୁ।
ମକର: ମନସ୍ଥାପ, ଦୂରଯାତ୍ରାରେ ଅସଫଳ, ଶାରୀରିକ ପୀଡ଼ା, ଗୃହଶତ୍ରୁ, ଖର୍ଚ୍ଚାନ୍ତଯୋଗ, ଦେବଦର୍ଶନ, ବ୍ୟବସାୟରେ ସ୍ବଳ୍ପ ଲାଭ, କଚେରୀ ମାମଲାରେ କଷ୍ଟ, ଦାମ୍ପତ୍ୟ ଖୁସି, ବିଦ୍ୟାରେ ସଫଳତା, ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଦାମୀ, ସଂଖ୍ୟା-୨, ଆରାଧନା- ମା’ ଦକ୍ଷିଣକାଳୀ।
କୁମ୍ଭ: ଯାତ୍ରାରେ ଖୁସି, ଲୋକସମ୍ପର୍କ ବୃଦ୍ଧି, ବ୍ୟବସାୟରେ ସ୍ବଳ୍ପ ଲାଭ, ଶରୀର ସୁସ୍ଥ, ପାରିବାରିକ ଖୁସି, ମୋକଦ୍ଦମାରେ ବିଜୟ, ଆଶାପୂର୍ଣ୍ଣରେ ବିଳମ୍ବ, ପରିଶ୍ରମଜନିତ କ୍ଳାନ୍ତି, ଦେବଦର୍ଶନ, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କଳା, ସଂଖ୍ୟା-୮, ଆରାଧନା- ପ୍ରଭୁ ରାଧାବଲ୍ଲଭ।
ମୀନ: ଆୟବୃଦ୍ଧି, ଦ୍ରବ୍ୟପ୍ରାପ୍ତି, ସନ୍ତାନସିଖ, ଦୂରଯାତ୍ରା, ନୂତନ କାର୍ଯ୍ୟ ପ୍ରତି ଅାଗ୍ରହ, ସମସ୍ୟା ସମାଧାନ, ଶତ୍ରୁ ନାଶ, ସନ୍ତାନ ପ୍ରାପ୍ତି, ଅର୍ଥ ସମସ୍ୟା ସମାଧାନ, ବିଦ୍ୟାଲାଭ, ଉତ୍ତରାଭାଦ୍ର ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଗୋଲାପି, ସଂଖ୍ୟା-୯, ଆରାଧନା- ମା’ ଭଗବତୀ।




