୫.୫.୨୦୨୬, ମଙ୍ଗଳବାର
ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ
ମେଷ: ନୂତନ ଆୟ, ବ୍ୟବସାୟରେ ସ୍ବଳ୍ପ ଲାଭ, ଶୁଭ ସମାଚାର, ମାନସିକ ଅବସାଦ, ଦେବକାର୍ଯ୍ୟରେ ଆଗ୍ରହ, ସନ୍ତାନ ସମସ୍ୟା, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ଦାମ୍ପତ୍ୟ ସୁଖ, ଅନୁଷ୍ଠାନରୁ ଲାଭ, ଭରଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୯, ଆରାଧନା-ଭଗବାନ ଶଙ୍କର।
ବୃଷ: ବ୍ୟୟବୃଦ୍ଧି, ଲୋକସମସ୍ୟା, ବ୍ୟବସାୟରେ ସ୍ବଳ୍ପ ଲାଭ, ଶରୀର ସୁସ୍ଥ, କିଛି କାର୍ଯ୍ୟରେ ଅସନ୍ତୁଷ୍ଟ, ସନ୍ତାନସମସ୍ୟା, ସମ୍ପତ୍ତିଲାଭ, ବ୍ୟକ୍ତି ସହାୟତା, ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା- ମହାଲକ୍ଷ୍ମୀ।
ମିଥୁନ: ସମ୍ମାନଲାଭ, ଗୃହେ ଉତ୍ସବ, ତୀର୍ଥାଟନ, ଲୋକସମ୍ପର୍କ ବୃଦ୍ଧି, ଦ୍ରବ୍ୟଲାଭ, ଶୁଭଖବର, ବନ୍ଧୁଲାଭ, କର୍ମକ୍ଷେତ୍ରେ ସମ୍ମାନିତ, ଉଚ୍ଚବ୍ୟକ୍ତିଙ୍କ ସହାୟତା, ମାନସିକ ଶାନ୍ତି, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-୧୨, ଆରାଧନା-ଶ୍ରୀଗଣେଶ।
କର୍କଟ: କର୍ମେ ଖୁସି, ମାନସିକ ଶାନ୍ତି, ଅର୍ଥସମସ୍ୟା, ପାରିବାରିକ ସହଯୋଗ, ନୂତନ କର୍ମ ଆରମ୍ଭ, ସମ୍ପତ୍ତିବିବାଦ, ବ୍ୟବସାୟିକ ଖୁସି, ପରିଭ୍ରମଣସୁଖ, ଶରୀର ସୁସ୍ଥ, ଅଶ୍ଳେଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୮, ଆରାଧନା-ମା’ ଭଗବତୀ।
ସିଂହ: ଶରୀର ସୁସ୍ଥ, ମାନସିକ ଶାନ୍ତି, ସନ୍ତାନଖୁସି, ଲୋକସମ୍ପର୍କ ବୃଦ୍ଧି, ବ୍ୟବସାୟରେ ଲାଭ, ଅର୍ଥପ୍ରାପ୍ତି, ସୁମିଷ୍ଠ ଭୋଜନ, ଦ୍ରବ୍ୟଲାଭ, ସମ୍ପତ୍ତିଲାଭ, ହଠାତ୍ ଦୂରଯାତ୍ରା, ପୂର୍ବାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୦, ଆରାଧନା-ଲକ୍ଷ୍ମୀନାରାୟଣ।
କନ୍ୟା: ଅର୍ଥଲାଭ, ବନ୍ଧୁଗୃହେ ଯାତ୍ରା, ବିବାଦ ସମାଧାନ, ଉଚ୍ଚବ୍ୟକ୍ତିଙ୍କ ସହାୟତା, ଦାମ୍ପତ୍ୟ କଳହ, ସନ୍ତାନ ସମସ୍ୟା, ନୂତନ କାର୍ଯ୍ୟ ଅାରମ୍ଭ, ବ୍ୟବସାୟରେ ସ୍ବଳ୍ପ ଲାଭ, ଶତ୍ରୁ ପରାଜିତ, ପରିବହନ କ୍ଷେତ୍ରେ ସମସ୍ୟା, ଆୟଭଲ, ହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୬, ଆରାଧନା-ମା’ କୋଚିଲାଇ।
ତୁଳା: ଆର୍ଥିକ ସୁଖ, ଶୁଭଖବର, ସନ୍ତାନ ସମସ୍ୟା, ଉଚ୍ଚଆଶାରେ ଲାଭ, ମାନସିକ ଅବସାଦ, ସ୍ବାସ୍ଥ୍ୟ ସମସ୍ୟା, ବ୍ୟବସାୟିକ ଖୁସି, ବ୍ୟକ୍ତି ସହାୟତା, ଦୂରଯାତ୍ରା, ପିତାମାତାଙ୍କ ଚିନ୍ତା, ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ପ୍ରତିକାର- ଶଙ୍କର ଭଗବାନ।
ବିଛା: ଦ୍ରବ୍ୟଲାଭ, ଆତ୍ମସନ୍ତୋଷ, ଶତ୍ରୁସମସ୍ୟା, ଗାଡ଼ିଚାଳନାରେ ସତର୍କ, ସ୍ବାସ୍ଥ୍ୟ ସମସ୍ୟା, ମାନସିକ ଅବସାଦ, ଈଶ୍ବର ବିଶ୍ବାସ, ସନ୍ତାନଖୁସି, ଅର୍ଥପ୍ରାପ୍ତି, ସମ୍ପତ୍ତି କନ୍ଦଳ, ଜ୍ୟେଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୪, ଆରାଧନା-ମା’ ବଗଳାମୁଖୀ।
ଧନୁ: ପିଲାଙ୍କକଷ୍ଟ, ଗୃହେ ଉତ୍ସବ, ପାରିବାରିକ ଖୁସି, ଅର୍ଥ ସମସ୍ୟା, ଜମିଜମା ଗଣ୍ଡଗୋଳ, ଦୂରଯାତ୍ରା, ବ୍ୟବସାୟରେ କଷ୍ଟ, ଲୋକସମ୍ପର୍କ ହାନି, ଶରୀର ସୁସ୍ଥ, ପୂର୍ବାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ପିତାମାତାଙ୍କ ସେବା।
ମକର: କଳହଯୋଗ, ସନ୍ତାନଖୁସି, ପାରିବାରିକ ବିବାଦ, ବ୍ୟବସାୟରେ ଲାଭକମ୍ ଶୁଭକାର୍ଯ୍ୟରେ ଧନଖର୍ଚ୍ଚ, ଦ୍ରବ୍ୟ ନଷ୍ଟ, ବ୍ୟକ୍ତି ସହାୟତା, ବିଦେଶ ଭ୍ରମଣ, ଶରୀର ସୁସ୍ଥ, କଚେରୀ ମାମଲା, ଆୟ କମ୍, ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୫, ଆରାଧନା-ଗ୍ରାମଦେବତୀ।
କୁମ୍ଭ: କର୍ମେ ଖୁସି, ମାନସିକ ଅବସାଦ, ଦୂରଯାତ୍ରା, ବ୍ୟବସାୟରେ ସ୍ବଳ୍ପ ଲାଭ, ଦ୍ରବ୍ୟନଷ୍ଟ, ବ୍ୟକ୍ତି ସହାୟତା, ବିଦେଶ ଭ୍ରମଣ, ଶରୀର ସୁସ୍ଥ, କଚେରୀ ମାମଲା, ଆୟ କମ୍, ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୫, ଆରାଧନା-ଗ୍ରାମଦେବତୀ।
ମୀନ: ଅଯଥା କଷ୍ଟ, ନୂତନ ଆଶା ପୂର୍ଣ୍ଣ, ସମ୍ପତ୍ତିଲାଭ, ଭ୍ରାତୃ କଳହ, ବିଶିଷ୍ଠ ବ୍ୟକ୍ତି ସହାୟତା, ଶରୀର ସୁସ୍ଥ, ବ୍ୟବସାୟ ଅାରମ୍ଭ, ପରିବହନ କ୍ଷେତ୍ରେ ସମସ୍ୟା, ଅର୍ଥ ସମସ୍ୟା, ଶତ୍ରୁ ସମସ୍ୟା, ରେବତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା- ମା’ ଦକ୍ଷିଣକାଳୀ।



