୯.୫.୨୦୨୬, ଶନିବାର

ଜ୍ୟେଷ୍ଠ କୃଷ୍ଣପକ୍ଷ ସପ୍ତମୀ

୯.୫.୨୦୨୬, ଶନିବାର
Ipsita Picture
By: Ipsita
Published On



ମେଷ:  ଶାରୀରିକ ଅସୁସ୍ଥ, ନୂତନ କାର୍ଯ୍ୟ ଆରମ୍ଭ, ପାରିବାରିକ ସ୍ନେହ ମିଳିବ, ବନ୍ଧୁ ଲାଭ, ବ୍ୟବସାୟରେ ମଧ୍ୟମ ଫଳ, ସୁସମାଚାର, ଚୁକ୍ତି ସମ୍ପାଦନ, ଗୃହେ ଉତ୍ସବ, ଶତ୍ରୁ ପରାଜିତ, ଦାମ୍ପତ୍ୟ ଖୁସି, ଯାତ୍ରାରେ ସତର୍କ, ଶୁଭ କାର୍ଯ୍ୟରେ ଧନ ଖର୍ଚ୍ଚ। ଅଶ୍ବିନ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା ଚେକ୍, ସଂଖ୍ୟା-୬, ଆରାଧନା- ମା’ ମାଣିକେଶ୍ବରୀ।
ବୃଷ: ଆର୍ଥିକ ଉନ୍ନତି, ବ୍ୟବସାୟରେ ସ୍ବଳ୍ପ ଲାଭ, ନୂତନ ବନ୍ଧୁ ଲାଭ, ଦୂର ଯାତ୍ରା, ଉଚ୍ଚକାର୍ଯ୍ୟରେ ବିଳମ୍ବ, ଶାରୀରିକ ଅସୁସ୍ଥ, ତୀର୍ଥାଟନ, ହଠାତ୍ ଯାତ୍ରା ସ୍ଥଗିତ, ସମ୍ପତ୍ତି ବିବାଦ, ସ୍ବଜନେ ବିବାଦ, ବାହ୍ୟଶତ୍ରୁ ପରାଜିତ, ସନ୍ତାନ ଖୁସି, ପାରିବାରିକ ସହଯୋଗ। କୃତ୍ତିକା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୫, ଆରାଧନା- ଶଙ୍କର ଭଗବାନ।
ମିଥୁନ: ଅର୍ଥ ଲାଭ, ଶୁଭ ଖବର, ନୂତନ ବନ୍ଧୁ ଲାଭ, ଭୂସମ୍ପତ୍ତି ଲାଭ, ମାନଶିକ ଶାନ୍ତି, ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା, ମାମଲା ସମାଧାନ, ଗୃହେ ଶତ୍ରୁକଷ୍ଟ, କର୍ମକ୍ଷେତ୍ରରେ ପ୍ରଶଂସା, ଦେବକାର୍ଯ୍ୟ ଲାଗି ସନ୍ତୁଷ୍ଟ, ଶାରୀରିକ ସୁସ୍ଥତା । ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଗୋଲାପି, ସଂଖ୍ୟା-୯, ଆରାଧନା- ମହାଲକ୍ଷ୍ମୀ।
କର୍କଟ: ମାନସିକ ଦ୍ବନ୍ଦ୍ବ, କାର୍ଯ୍ୟରେ ସହଯୋଗ, ଶୁଭ ଖବର, ଲୋକସମ୍ପର୍କ ବୃଦ୍ଧି, ବିବାଦ ସମାଧାନ, ଉଚ୍ଚ କାର୍ଯ୍ୟରେ ଅଶାନ୍ତି, ଦ୍ରବ୍ୟ ପ୍ରାପ୍ତି, ବ୍ୟବସାୟରେ ଶତ୍ରୁତା, ଶାରୀରିକ ସୁସ୍ଥ, ସନ୍ତାନ ସମସ୍ୟା, ଜମିଜମା ଗଣ୍ଡଗୋଳ, ବ୍ୟକ୍ତି ସହାୟତା୤ ପୁଷ୍ୟା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଇଗଣୀ, ସଂଖ୍ୟା-୬, ଆରାଧନା- ପ୍ରଭୁ ଲିଙ୍ଗରାଜ।
ସିଂହ: ଯାତ୍ରାରେ କଷ୍ଟ, ଶାରୀରିକ ଅସୁସ୍ଥ, ସନ୍ତାନ କଷ୍ଟ, ସ୍ବାଦିଷ୍ଟ ଭୋଜନ, ନୂତନ ଯୋଜନା ସଫଳ, ବ୍ୟବସାୟରେ ସ୍ବଳ୍ପ ଲାଭ, ଗାଡ଼ି ଚାଳନାରେ ସବାଧନ, ବନ୍ଧୁ କଷ୍ଟ, ବିଶିଷ୍ଟ ବ୍ୟକ୍ତିଙ୍କ ସାକ୍ଷାତ, ଥକାପଣ, ଅର୍ଥ ସମସ୍ୟା, ଦାମ୍ପତ୍ୟ ଖୁସି, ବିଦ୍ୟା ଲାଭ। ମଘା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୮, ଆରାଧନା- ପ୍ରଭୁ ଜଗନ୍ନାଥ।
କନ୍ୟା: ଲୋକସମ୍ପର୍କ ବୃଦ୍ଧି, ଶୁଭ କାର୍ଯ୍ୟରେ ଅଗ୍ରଗତି, ନୂତନ ଚୁକ୍ତି, ଅର୍ଥ ଲାଭ, ଦେବକାର୍ଯ୍ୟରେ ଆନନ୍ଦ, ଶତ୍ରୁ ପରାଜିତ, ବନ୍ଧୁ ସହଯୋଗ, ସ୍ବାସ୍ଥ୍ୟରେ ଉନ୍ନତି, ଅଚାନକ ଦୂର ଯାତ୍ରା, ବ୍ୟବସାୟରେ ସ୍ବଳ୍ପ ଲାଭ, ବୟଜ୍ୟେଷ୍ଠଙ୍କ ପ୍ରତି କଷ୍ଟ, ବିଦ୍ୟା ଲାଭ୤ ଉତ୍ତରାଫାଲ୍ଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶି, ସଂଖ୍ୟା-୯, ଆରାଧନା- ଲକ୍ଷ୍ମୀନାରାୟଣ ।
ତୁଳା: ବନ୍ଧୁ ସହଯୋଗ, ଧର୍ମକାର୍ଯ୍ୟରେ ଆଗ୍ରହ, ନୂତନ ଯୋଜନା ସଫଳ, ଶାରୀରିକ ସୁସ୍ଥ, ସନ୍ତାନ ଖୁସି, ଦୂର ଯାତ୍ରା, ବ୍ୟବସାୟରେ ଉନ୍ନତି, ବିବାଦ ସମାଧାନ, ଉଚ୍ଚ ଆଶା ସଫଳ, ସୁସମାଚାର, ଦ୍ରବ୍ୟ ଲାଭ, ଯାନବାହନ କ୍ରୟ, ପାରିବାରିକ ଖୁସି, ବିଦ୍ୟାରେ ସଫଳତା।  ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୮, ପ୍ରତିକାର- ସୋସେବା।
ବିଛା: ସନ୍ତାନ ସମସ୍ୟା, ବିଶିଷ୍ଟ କାର୍ଯ୍ୟରେ ଆନନ୍ଦ, ଦେବକାର୍ଯ୍ୟ ପ୍ରତି ବିମୁଖ, ଅନୁଷ୍ଠାନରୁ ଲାଭ, ଦୂର ଯାତ୍ରାରେ ସଫଳ, ବିଦ୍ୟାରେ ସଫଳତା, ଶତ୍ରୁ ସମସ୍ୟା, କିଛି କାର୍ଯ୍ୟରେ ବିବାଦ, ସମ୍ପତ୍ତି ସମସ୍ୟା ବନ୍ଧୁ ସହଯୋଗ, ନୂତନ କାର୍ଯ୍ୟ ଆରମ୍ଭ, ଅର୍ଥ ଲାଭ୤ ଅନୁରାଧା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୬, ଆରାଧନା- ଭଗବାନ ବିଷ୍ଣୁ।
ଧନୁ: ମାନସିକ ଶାନ୍ତି, କାର୍ଯ୍ୟରେ ସଫଳ, ଆଶା ପୂର୍ଣ୍ଣ, ଦାମ୍ପତ୍ୟ ଖୁସି, ପାରିବାରିକ ସମସ୍ୟା, ବନ୍ଧୁ ସହଯୋଗ, ନୂତନ କର୍ମ ଲାଭ, ଆର୍ଥିକ କଷ୍ଟ, ଶତ୍ରୁ ପରାଜିତ, ସନ୍ତାନ ଲାଭ, ବିଦ୍ୟାରେ ସଫଳତା, ଦୂର ଯାତ୍ରାରେ ଲାଭ, ସମ୍ପତ୍ତି ଲାଭ, ନୂତନ ବନ୍ଧୁ ଲାଭ।
ଉତ୍ତରାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୧୦, ଆରାଧନା-ପ୍ରଭୁ ହନୁମାନ।
ମକର: କାର୍ଯ୍ୟରେ ପ୍ରଶଂସା, ଅର୍ଥ ଲାଭ, ଶତ୍ରୁ ସମସ୍ୟା, ପାରିବାରିକ ସହଯୋଗ, ଯାତ୍ରାରେ କଷ୍ଟ, ହଠାତ୍ ଧନ ଲାଭ, ଗୁରୁଜନେ ପ୍ରଶଂସା, ବିଶିଷ୍ଟ କାର୍ଯ୍ୟରେ ଅଶାନ୍ତି, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁ ଦର୍ଶନ, ସୁମିଷ୍ଟ ଭୋଜନ ପ୍ରାପ୍ତି, ବିଦ୍ୟାରେ ସଫଳତା।
ଧନିଷ୍ଠା  ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ସବୁଜ, ସଂଖ୍ୟା-୮, ଆରାଧନା- ମହାଲକ୍ଷ୍ମୀ।
କୁମ୍ଭ: ଧର୍ମ କାର୍ଯ୍ୟରେ ଯୋଗଦାନ, ମାନସିକ ଶାନ୍ତି, ବନ୍ଧୁ ଲାଭ, ଦ୍ରବ୍ୟ ପ୍ରାପ୍ତି, ବିଶିଷ୍ଟ କାର୍ଯ୍ୟରେ ଲାଭ, ସମ୍ପତ୍ତି ଲାଭ, ଦାମ୍ପତ୍ୟ ଖୁସି, ନୂତନ କାର୍ଯ୍ୟ ଆରମ୍ଭ, ସମ୍ମାନ ବୃଦ୍ଧି, ଆଶା ସଫଳ, ଶାରୀରିକ ସୁସ୍ଥ, ଅର୍ଥ ସମସ୍ୟା ସମାଧାନ, ସନ୍ତାନ ଖୁସି। ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଇଗଣୀ, ସଂଖ୍ୟା-୧୧, ଆରାଧନା- ଭବବାନ ଶଙ୍କର।
ମୀନ: ଆର୍ଥିକ ଖୁସି, କିଛି ସମସ୍ୟାର ସମାଧାନ, ବନ୍ଧୁ ଲାଭ, ଉଚ୍ଚ ଆଶାରେ କଷ୍ଟ, ଭାତୃ କଳହ, ବ୍ୟବସାୟିକ ଖୁସି, ଚୁକ୍ତି ସମ୍ପାଦନ, ଅତିଥି ଲାଭ, ଶାରୀରିକ ସୁସ୍ଥ, ଶୁଭ ଖୁବର, ବନ୍ଧୁ ଗୃହେ ଯାତ୍ରା, ପିଲାଙ୍କ ସଫଳତା୤  ଉତ୍ତରାଭାଦ୍ର ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୮, ଆରାଧନା- ମା’ଗୌରୀ।

Tags: