IDCOL DEPUTE MANAGER
ଓଡ଼ିଶା  ଅପରାଧ 

ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର

ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ I ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରା ଙ୍କୁ ବାନ୍ଧିଛି ଭିଜିଲାନ୍ସ I ଶ୍ରୀ ସାନ୍ତରାଙ୍କ ପୈତୃକ ବାସଭବନ ସମେ ଏକକାଳୀନ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଚଢ଼ାଉ କରୁଥିବାର ଖବର ମିଳିଛି। ଭୁବନେଶ୍ୱର, କୋରାପୁଟ, ରାୟଗଡ଼ା ଓ ନୟାଗଡ଼ ଓ ରାୟଗଡ଼ାର ମୁନିଗୁଡ଼ା ପାଇକ ଛକରେ ଥିବା ଶଶୁର ଘର ମଧ୍ୟ ଚଢ଼ାଉ ଚାଲିଛି। […]
Read More...

Advertisement