IN ODISHA
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଓଡ଼ିଶାରେ ପହଁଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Published On
By Samaya Live
ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏକ ସ୍ବତନ୍ତ୍ର ବିମାନ ଯୋଗେ ସେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅର୍ନର ପ୍ରଦାନ କରାଯାଇଛି। ସେଠାରୁ ସେ ବାୟୁସେନାର ହେଲିକପ୍ଟର ଯୋଗେ ପୁରୀ […]
ଓଡ଼ିଶାରେ ବିଜେପି ଅଧକ୍ଷ୍ୟ ଜେପି ନଡ୍ଡା,ଜନତା ମୈଦାନରେ ବିଶାଳ ସମାବେଶ
Published On
By Samaya Live
ଭୁବନେଶ୍ୱର : ଆଜିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଯେ.ପି.ନଡ୍ଡା । ଏହି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ଜେପି ନଡ୍ଡା । ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ତାର ରଣନୀତି ଆରମ୍ଭ କରୁଛି । ଏହି ଅବସରରେ ଭୁବନେଶ୍ୱର ଜନତା ମଇଦାନରେ ବିଜେପି କରିଛି ବଡ଼ ସମାବେଶ । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏଥିରେ ଯୋଗଦେବା ସହ ବିଜେପିର ବରିଷ୍ଠ […]
ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’
Published On
By Samaya Live
ଭୁବନେଶ୍ୱର : ଇମ୍ଫା ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ଘୋଷଣା ହେଲା ମର୍ଯ୍ୟାଦାଜନକ ଶାରଳା ପୁରସ୍କାର I ଏହି ପୁରସ୍କାର ଚଳିତ ବର୍ଷ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯିବ । ଏନେଇ ବିଚାରକମଣ୍ଡଳୀଙ୍କ ଦ୍ୱାରା ସ୍ଥିର ହୋଇଛି । ୨୦୧୮ ମସିହାରେ ଟାଇମ୍ପାସ୍ ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ଲାଭ କରିବେ । ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ […]
୧୮ ରୁ ଆଉ ଏକ ଲଘୁଚାପ, ଆଜି ୧୧ ଟି ଜିଲ୍ଲାରେ ବର୍ଷା ସମ୍ଭାବନା
Published On
By Samaya Live
ଭୁବନେଶ୍ୱର : ରାଜ୍ୟକୁ ଆସୁଛି ଆଉ ଏକ ଲଘୁଚାପ I ଆସନ୍ତା ୧୮ ତାରିଖରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ୧୯ରେ ଲଘୁଚାପର ରୂପ ନେଇପାରେ । ଗତ ୧୧ ତରିଖରୁ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇଥିଲେ ବି ଦକ୍ଷିଣରୁ ଉତ୍ତରକୁ ବାୟୁ ପ୍ରବାହ ରହୁଥିବାରୁ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷାର ପ୍ରଭାବ ରହିବ। ଆଜି ୧୧ଟି ଜିଲ୍ଲା ରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି […]
ଅବପାତ ଦୁର୍ବଳ, ଆସନ୍ତା ୧୮ ରୁ ପୁଣି ଏକ ଲଘୁଚାପ
Published On
By Samaya Live
ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ହେବ । ଏହାର ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଛତିଶଗଡ ଉପରେ କେନ୍ଦ୍ରୀଭୂତ ଅବପାତ ପଶ୍ଚିମ ଉତ୍ତର ମୁହାଁ ହୋଇ ଗତି କରିବା ସହ ଦୁର୍ବଳ ହୋଇଛି । ଏହା ଅବପାତରୁ ସ୍ପଷ୍ଟ ଚିହ୍ନିତ ଲଘୁଚାପକୁ ଖସିଆସିଛି । ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ଧୀରେଧୀରେ ଉତ୍ତରପଶ୍ଚିମ […]
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା
Published On
By Samaya Live
ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ I ରାଜ୍ୟରେ ଆଉ ଏକ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି I ଗତକାଲି ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଅଚାନକ ବର୍ଷା ହୋଇଥିବାବେଳେ, ଆଜିଠାରୁ କେତେକ ଜିଲ୍ଲାରେ ଲାଗାଁ ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆଗାମୀ ଦୁଇ ଦିନ ଧରି ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେଥିପାଇଁ ଆଜି ରାଜ୍ୟର ୮ କୁ ୟେଲୋ […]
ଆସୁଛି ଆଉ ଏକ ଲଘୁଚାପ,୭ ରୁ ବର୍ଷିବା ସମ୍ଭାବନା
Published On
By Samaya Live
ଆସୁଛି ଆଉ ଏକ ଲଘୁଚାପ I ୭ ତାରିଖରୁ ବର୍ଷାର ପରିମାଣ ବଢ଼ିବା ନେଇ IMD ସୂଚନା ଦେଇଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଅନୁମାନ କରାଯାଇଛି । ବର୍ତମାନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି I ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ବଢିଚାଲିଥିଲେ ମଧ୍ୟ ସେପ୍ଟେମ୍ବର ମାସ ପାଇଁ ପାଣିପାଗ ଆକଳନ ଅବସରରେ ଏହି ପୂର୍ବାନୁମାନ କରିଛି ଆଇଏମ୍ଡି। ସେହିପରି […]

