Income source for Migrants
ଦେଶ- ବିଦେଶ 

ଗରିବ କଲ୍ୟାଣ ରୋଜଗାର ଅଭିଯାନ ପାଇଁ ଖର୍ଚ୍ଚ ହେବ 50 ହଜାର କୋଟି

ଗରିବ କଲ୍ୟାଣ ରୋଜଗାର ଅଭିଯାନ ପାଇଁ ଖର୍ଚ୍ଚ ହେବ 50 ହଜାର କୋଟି ଦିଲ୍ଲୀ: ଜୁନ ୧୯:ଗ୍ରାମାଞ୍ଚଳକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ଜୀବିକା ସୁଯୋଗ ଯୋଗାଇବା ପାଇଁ ଭାରତ ସରକାର ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା 20 ତାରିଖ ଦିନ 11ଟା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିହାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦୃଶ୍ୟ ଶ୍ରାବ୍ୟ ସମ୍ମିଳନୀ ଜରିଆରେ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ବିହାର ଖଗରିଆ ଜିଲ୍ଲା ବେଲଦାଉର ବ୍ଲକର ତେଲିହାର ଗ୍ରାମରୁ […]
Read More...

Advertisement