ଅପରେସନ ସିନ୍ଦୂର: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଏନଏସ୍ଏ, ୩ ସେନା ମୁଖ୍ୟଙ୍କ ବୈଠକ
ନୂଆଦିଲ୍ଲୀ : ପାକିସ୍ତାନର ଲଗାତାର ଗୋଳାମାଡ଼ ଏବଂ ଡ୍ରୋନ୍ ଆକ୍ରମଣ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଣିଥରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଏନଏସଏ ଅଜିତ ଡୋଭାଲ ଏବଂ ୩ ସେନା ମୁଖ୍ୟଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକର ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ମୋଦୀ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସିଡିଏସ୍ ଅନୀଲ ଚୌହାନ ଏବଂ ୩ […]
ନୂଆଦିଲ୍ଲୀ : ପାକିସ୍ତାନର ଲଗାତାର ଗୋଳାମାଡ଼ ଏବଂ ଡ୍ରୋନ୍ ଆକ୍ରମଣ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଣିଥରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଏନଏସଏ ଅଜିତ ଡୋଭାଲ ଏବଂ ୩ ସେନା ମୁଖ୍ୟଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକର ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ମୋଦୀ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସିଡିଏସ୍ ଅନୀଲ ଚୌହାନ ଏବଂ ୩ ସେନା ମୁଖ୍ୟଙ୍କ ସହ ବୈଠକ କରିଥିଲେ।




