ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ , ୧୫ ଟେଣ୍ଟ୍ ଜଳିଗଲା
ପ୍ରୟାଗରାଜ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ହୋଇଛି। ୧୫ଟି ତମ୍ବୁରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ଅଗ୍ନିଶମ ବିଭାଗର ଜଣେ ଅଧିକାରୀଙ୍କ କହିବା ନୁଯାୟୀ, ଅଗ୍ନିଶମ ବାହିନୀ ରାସ୍ତା ନଥିବାରୁ ଟେଣ୍ଟରେ ପହଞ୍ଚିବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ ହେଁ ଠିକ୍ ସମୟରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। କେହି ମୃତାହତ କିମ୍ବା ଆହତ ହୋଇନଥିବା ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ ଯେ ଗତକାଲି ଦଳାଚକଟା […]
ପ୍ରୟାଗରାଜ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ହୋଇଛି। ୧୫ଟି ତମ୍ବୁରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ଅଗ୍ନିଶମ ବିଭାଗର ଜଣେ ଅଧିକାରୀଙ୍କ କହିବା ନୁଯାୟୀ, ଅଗ୍ନିଶମ ବାହିନୀ ରାସ୍ତା ନଥିବାରୁ ଟେଣ୍ଟରେ ପହଞ୍ଚିବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ ହେଁ ଠିକ୍ ସମୟରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। କେହି ମୃତାହତ କିମ୍ବା ଆହତ ହୋଇନଥିବା ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ ଯେ ଗତକାଲି ଦଳାଚକଟା ଘଟଣା ପରେ ଆଜି ଉତ୍ତରପ୍ରଦେଶରେ ପୁଣି ଅଗ୍ନିକାଣ୍ଡ ହୋଇଛି।




