ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ

ସମୟ ବ୍ୟୁରୋ:ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ।ଯାହା ଅନୁମାନ ହେଉଥିଲା ତାହା ହିଁ ହେଲା। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଜଷ୍ଟିନ ଟ୍ରୁଡୋ। ଲିବରାଲ ପାର୍ଟି ନେତା ପଦରୁ ମଧ୍ୟ ଇସ୍ତଫା ଦେଲେ। ଇସ୍ତଫା ପରେ ନିଜକୁ ଲିବରାଲ ଫାଇଟର କହିଲେ। ଆଭ୍ୟନ୍ତରୀଣ ଅସନ୍ତୋଷ ଏବଂ ଲିବରାଲ ପାର୍ଟିରେ ଲୋକପ୍ରିୟତା ହରାଇବା କାରଣରୁ ଜଷ୍ଟିନ ଟ୍ରୁଡୋ ଏହି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି ବୋଲି କୁହାଯାଉଛି। ସୂଚନା ଯୋଗ୍ୟ, ୨୦୧୫ରୁ ଜଷ୍ଟିନ ଟ୍ରୁଡୋ କାନାଡାର ପ୍ରଧାନମନ୍ତ୍ରୀ […]

Samaya Live Picture
Published On

ସମୟ ବ୍ୟୁରୋ:ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ।ଯାହା ଅନୁମାନ ହେଉଥିଲା ତାହା ହିଁ ହେଲା। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଜଷ୍ଟିନ ଟ୍ରୁଡୋ। ଲିବରାଲ ପାର୍ଟି ନେତା ପଦରୁ ମଧ୍ୟ ଇସ୍ତଫା ଦେଲେ। ଇସ୍ତଫା ପରେ ନିଜକୁ ଲିବରାଲ ଫାଇଟର କହିଲେ। ଆଭ୍ୟନ୍ତରୀଣ ଅସନ୍ତୋଷ ଏବଂ ଲିବରାଲ ପାର୍ଟିରେ ଲୋକପ୍ରିୟତା ହରାଇବା କାରଣରୁ ଜଷ୍ଟିନ ଟ୍ରୁଡୋ ଏହି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି ବୋଲି କୁହାଯାଉଛି।

ସୂଚନା ଯୋଗ୍ୟ, ୨୦୧୫ରୁ ଜଷ୍ଟିନ ଟ୍ରୁଡୋ କାନାଡାର ପ୍ରଧାନମନ୍ତ୍ରୀ ଥିଲେ। ତେବେ ନୂଆ ନେତା ନିର୍ବାଚିତ ନହେବା ପର୍ଯ୍ୟନ୍ତ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରେ ଜାରି ରହିବେ କି ନା ତାହା ସ୍ପଷ୍ଟ ହୋଇନାହିଁ।

Tags: