ସୁସ୍ଥ ହୋଇ ଘରକୁ ଫେରିଲେ ଲତା ମଙ୍ଗେକସକର

ସମୟଲାଇଭ,୧୧/୧୧:ସ୍ୱର ସାମ୍ରାଜ୍ଞି ଲତା ମଙ୍ଗେସକରଙ୍କର ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ ଲତା। ମୁମ୍ୱାଇର ବ୍ରେଚ କାନଡେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଲତା। ତେବେ ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଲତା

Samaya Live Picture
Published On

Tags: