ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀ କରିବେ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ

ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀ କରିବେ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ
Samaya Live News Picture
Published On

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବଂ ଏହାର ପରବର୍ତ୍ତୀ ପ୍ରଭାବକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ । ଆସନ୍ତା କାଲି ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀ ନରରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ । ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଯୋଡ଼ିହେବେ ସମସ୍ତ ମୁଖ୍ୟମନ୍ତ୍ରୀ । ନିର୍ବାଚନ ହେବାକୁ ଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏଥିର ଯୋଗ ଦେବେ ନାହିଁ । ମଡେଲ କୋଡ଼ ଅଫ କଣ୍ଡକ୍ଟ ଲାଗିଥିବାରୁ ସାମିଲ ହେବେ ନାହିଁ । ଟିମ ଇଣ୍ଡିଆ ସ୍ପିରିଟ ନେଇ କାମ କରିବାକୁ ପରାମର୍ଶ ଦେବେ ପ୍ରଧାନମନ୍ତ୍ରୀ ।

 

 

 

Tags: