ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ:ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଆମେ ଜାଣିନୁ ଏହାକୁ ଗୁରୁତ୍ବ ଦେଇ ଏଥର ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂର୍ତ୍ତି ପାଳିଛୁ। ମହିଳାଙ୍କୁ ସମାନତା ନେଇ ସରକାର ଅଗ୍ରାଧିକାର ଦିଆଯାଉଛି।ବିଗତ ୭୫ ବର୍ଷ ଭିତରେ ମହିଳାଙ୍କ ଅନେକ ଯୋଗଦାନ ରହିଛି ରହିଛି ବୋଲି ରାଷ୍ଟ୍ରପତି କହିଛନ୍ତି।ସମ୍ବିଧାନ ଆମକୁ ସାମୁହିକ […]

Samaya Live Picture
Published On

ନୂଆଦିଲ୍ଲୀ:ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଆମେ ଜାଣିନୁ
ଏହାକୁ ଗୁରୁତ୍ବ ଦେଇ ଏଥର ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂର୍ତ୍ତି ପାଳିଛୁ।
ମହିଳାଙ୍କୁ ସମାନତା ନେଇ ସରକାର ଅଗ୍ରାଧିକାର ଦିଆଯାଉଛି।ବିଗତ ୭୫ ବର୍ଷ ଭିତରେ ମହିଳାଙ୍କ ଅନେକ ଯୋଗଦାନ ରହିଛି ରହିଛି ବୋଲି ରାଷ୍ଟ୍ରପତି କହିଛନ୍ତି।ସମ୍ବିଧାନ ଆମକୁ ସାମୁହିକ ପରିଚୟ ଦେଉଛି ।ଏହା ଆମକୁ ଗୋଟିଏ ପରିବାରରେ ବାନ୍ଧି ରଖୁଛି । ଏକକ ନିର୍ବାଚନ ସମ୍ପର୍କରେ ରାଷ୍ଟ୍ରପତି କହିଛନ୍ତି, ଏହା ଶାସନତନ୍ତ୍ରକୁ ସ୍ଥିରତା ଦେବ ଓ ଅଯଥା ଆର୍ଥିକ ବୋଝକୁ କମାଇବ । ଦୀର୍ଘ ସମୟ ପରେ ଶୋଇଥିବା ଭାରତର ଆତ୍ମା ପୁଣି ଜାଗି ଉଠିଛି ଓ ବିଶ୍ବ ଦରବାରରେ ଭାରତ ନିଜର ସ୍ଥାନ ସୁରକ୍ଷିତ କରିବାକୁ ଅଗ୍ରସର ହୋଇଛି । ଦେଶକୁଆଗେଇନେବାରେ ମହିଳାଙ୍କ ସକ୍ରିୟ ଯୋଗଦାନ ରହିଛି ବୋଲି କହିଛନ୍ତି ରାଷ୍ଟ୍ରପତି।

Tags: