୨୪ ଘଣ୍ଟାରେ ଦେଶରେ ୧, ୨୩୩ କରୋନା ସଂକ୍ରମଣ ଚିହ୍ନଟ ଓ ୧, ୮୭୬ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୩୦ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୩୩ ରହିଛି ଏବଂ ୧ ହଜାର ୮୭୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୭ ହଜାର ୪୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୩୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୩୦ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୩୩ ରହିଛି ଏବଂ ୧ ହଜାର ୮୭୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୭ ହଜାର ୪୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୩୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୦ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୩. ୮୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।