୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୮୦ ହଜାରରୁ ଊର୍ଦ୍ଧ୍ୱ ଏବଂ ୪୪୧ ମୃତ

ଦିଲ୍ଲୀ: ଜାନୁଆରୀ ୧୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୯୭୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୮୮ ହଜାର ୧୫୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୮୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୫ ଲକ୍ଷ ୮୩ ହଜାର ୦୩୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୧୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୯୭୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୮୮ ହଜାର ୧୫୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୮୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୫ ଲକ୍ଷ ୮୩ ହଜାର ୦୩୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୮ ଲକ୍ଷ ୩୧ ହଜାର ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୫. ୫୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୫. ୧୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୫୮ .୮୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।