india close
ଦେଶ- ବିଦେଶ 

ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ

ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ ଭୁବନେଶ୍ୱର: ମାର୍ଚ୍ଚ ୨୮: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି। ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଆନ୍ଦୋଳନକାରୀ ସିଆଇଟିୟୁ କର୍ମକର୍ତ୍ତା ଏବଂ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ କରି ରାସ୍ତାରୋକ କରାଯାଇଛି।ଅନ୍ୟପକ୍ଷେ, ଭାରତ ବନ୍ଦକୁ ନେଇ ଗତକାଲି ରାତିରୁ ପେଟ୍ରୋଲ ପମ୍ପରେ ଲୋକଙ୍କ […]
Read More...

Advertisement