India's total tally reaches 45
ଦେଶ- ବିଦେଶ 

ଦିଲ୍ଲୀରେ ୪ ନୂଆ ଓମିକ୍ରନ ସଂକ୍ରମିତ ଚିହ୍ନଟ: ଦେଶରେ ଏବେ ୪୫ ସଂକ୍ରମିତ

ଦିଲ୍ଲୀରେ ୪ ନୂଆ ଓମିକ୍ରନ ସଂକ୍ରମିତ ଚିହ୍ନଟ: ଦେଶରେ ଏବେ ୪୫ ସଂକ୍ରମିତ ଦିଲ୍ଲୀ: ଡିସେମ୍ବର ୧୪: ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ଏବେ ଧୀରେ ଧୀରେ ଏସିଆ ମହାଦେଶରେ ବ୍ୟାପିବାକୁ ଲାଗିଛି । ଗତକାଲି ମହାରାଷ୍ଟ୍ରରେ ଦୁଇଜଣ କରୋନା ସଂ୍ରକମିତ ଚିହ୍ନଟ ହୋଇଥିଲା ବେଳେ ଆଜି ଦିଲ୍ଲୀରେ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଏବେ ଦେଶରେ ୪୫ ଜଣ ଓମିକ୍ରନରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଦିଲ୍ଲୀରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏନେଇ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । […]
Read More...

Advertisement