Indian Oil
ଓଡ଼ିଶା 

ଇଣ୍ଡିଆନ ଅଏଲର ଉପିାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର;ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମିଳିତ ଭାବେ କଲେ ଉଦ୍‌ଘାଟନ

ଇଣ୍ଡିଆନ ଅଏଲର ଉପିାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର;ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମିଳିତ ଭାବେ କଲେ ଉଦ୍‌ଘାଟନ ଭୁବନେଶ୍ୱର :ଜୁନ ୨୫: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମିଳିତ ଭାବେ ପାରାଦୀପ ଠାରେ ଇଣ୍ଡିଆନ ଅଏଲର ଉପିାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର (ପିଏଡିସି)ର ଊଦଘାଟନ କରିଛନ୍ତି । ପିଏଡିସି ଓଡିଶା ଏବଂ ପୂର୍ବ ଭାରତରେ ପଲିମର ଶିଳ୍ପ ବିକାଶକୁ ପ୍ରୋତ୍ସାହନ ଦେବ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ଭିଜନକୁ ସାକାର କରିବ । ଓଡିଶାର ଶିଳ୍ପାୟନରେ ରାଜ୍ୟର ଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବାରେ […]
Read More...

Advertisement