ରାଜ୍ୟରେ ପ୍ରତିଷ୍ଠା ହେବ ଭିଜିଲାନ୍ସ ଫରେନ୍ସିକ ବିଜ୍ଞାନ ଅନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଷ୍ଠା ହେବ ଭିଜିଲାନ୍ସ ଫରେନ୍ସିକ ବିଜ୍ଞାନ ଅନୁଷ୍ଠାନ। ୮ ଜଣ ଏସପି, ୮ ଜଣ ଏଏସପି, ୨୪ ଡିଏସପି ଏଥିରେ କାର୍ଯ୍ୟ କରିବେ। ଏଥିସହ ୨୪ ସାଇବର ଏକ୍ସପର୍ଟ, ଚାଟାର୍ଡ ଆକାଉଣ୍ଟ, ବ୍ୟାଙ୍କ ଏକ୍ସପର୍ଟ ରହିବେ। ଦୁର୍ନୀତି ନିବାରଣ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।।

ପ୍ରତିବର୍ଷ ପରି ଚଳିତ ବର୍ଷ ଅକ୍ଟୋବର ୨୮ରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ସପ୍ତାହ ନଭେମ୍ବର ୩ ତାରିଖ ଯାଏଁ ଚାଲିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜନସାଧାରଣଙ୍କୁ ଦୁର୍ନୀତି ବିରୋଧୀ ଅଭିଯାନରେ ସାମିଲ ହେବା ସହ ସାଧାରଣ ଜୀବନରେ ସ୍ୱଚ୍ଛତା ଓ ଉତ୍ତର ଦାୟିତ୍ୱ ବଜାୟ ରଖିବା ପାଇଁ ଆହ୍ୱାନ ଦେଇଛନ୍ତି ।

Launching Ceremony of “AYUSHMAN BHARAT

Comments are closed.