Jagannath culture
ଓଡ଼ିଶା 

ପୁରୀରେ ପ୍ରତିଷ୍ଠା ହେବ କୁଲତା ସମାଜଙ୍କ ପାଇଁ ଧର୍ମଶାଳା, ୩ କୋଟି ଟଙ୍କାର ଜମି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ପ୍ରତିଷ୍ଠା ହେବ କୁଲତା ସମାଜଙ୍କ ପାଇଁ ଧର୍ମଶାଳା, ୩ କୋଟି ଟଙ୍କାର ଜମି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ପୁରୀଠାରେ କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ଏକ ଧର୍ମଶାଳା ନିର୍ମାଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ସୁନାମୁହିଁ ମଉଜାଠାରେ ଏକ ଏକର ଜମି ମଞ୍ଜୁର କରିଛନ୍ତି । ଏହାସହ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ୱତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି […]
Read More...
ଓଡ଼ିଶା 

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ପ୍ରଫେସର ରଜତ କର

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ପ୍ରଫେସର ରଜତ କର ପୁରୀ: ମେ ୦୯: ଆଜି ପୁରୀର ସ୍ୱର୍ଗଦ୍ୱାରରେ ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି । ପ୍ରଫେସର କର ଗତକାଲି ୮୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଜ୍ୟେଷ୍ଠପୁତ୍ର ରଞ୍ଜିତ କର ମୁଖାଗ୍ନି ଦେଇଛନ୍ତି । ସ୍ୱର୍ଗତ କର ଜଣେ ବାଗ୍ନୀ, ପ୍ରବଚକ, ସାହିତ୍ୟିକ, ଗବେଷକ, ଶିକ୍ଷାବିତ ଓ ନାଟ୍ୟକାର ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ତାଙ୍କର ଶେଷ ଦର୍ଶନ କରିବା […]
Read More...

Advertisement