Jagannath Temple to open
ଓଡ଼ିଶା 

ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ସମେତ ଓଡ଼ିଶାର 46ଟି ପୀଠ

ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ସମେତ ଓଡ଼ିଶାର 46ଟି ପୀଠ ଭୁନେଶ୍ୱର : ଜୁନ ୭:ଆସନ୍ତାକାଲି ଅର୍ଥାତ ଜୁନ 8, 2020 ପରଠାରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଅଧୀନରେ ସଂରକ୍ଷିତ 820ଟି ଐତିହାସିକ କୀର୍ତ୍ତିରାଜି ଖୋଲିବ । ଏସବୁ କୀର୍ତ୍ତିରାଜି ଉପାସନା ପୀଠ ଭାବେ ମାନ୍ୟତା ଲାଭ କରିଛି । ତେବେ ଏସବୁ ସ୍ଥାନରେ କେନ୍ଦ୍ର ଗୃହ ଓ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ସମସ୍ତ ନିୟମକୁ ପାଳନ କରାଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ (ସ୍ୱାଧୀନ […]
Read More...

Advertisement