Jana Sambad Rally
ଓଡ଼ିଶା 

ଜାମ୍ମୁ-କାଶ୍ମୀର ଜନସମ୍ବାଦ ରାଲିରେ କେନ୍ଦ୍ରମନ୍ତ୍ରୀ

ଜାମ୍ମୁ-କାଶ୍ମୀର ଜନସମ୍ବାଦ ରାଲିରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ : ଜୁନ ୨୩:କରୋନା ମହାମାରୀ ସଙ୍କଟ ସମୟରେ ଦେଶରେ ଉଜ୍ଜଳା ଯୋଜନାର ଶତ ପ୍ରତିଶତ ସଫଳ କ୍ରିୟାନ୍ୱୟନ କରାଯାଇଛି ବୋଲି ମଙ୍ଗଳବାର ଜାମ୍ମୁ-କାଶ୍ମିର ଜନସମ୍ବାଦ ରାଲି କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ଯୋଡିହୋଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦି ସରକାର ୨.୦ର ପ୍ରଥମ ବର୍ଷ ପୂର୍ତି ଅବସରରେ ବିଜେପି ପକ୍ଷରୁ ଆୟୋଜିତ ଏହି ଭର୍ଚୁଆଲ ରାଲିରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତବର୍ଷରେ ପ୍ରତିବର୍ଷ ଧୂଆଁ କାରଣରୁ ୫ ଲକ୍ଷ […]
Read More...

Advertisement