jojana for migrants
ଓଡ଼ିଶା 

ଗରିବ କଲ୍ୟାଣ ଯୋଜନା; ଓଡ଼ିଶାର ୪ଟି ଜିଲ୍ଲାର ପ୍ରବାସୀ ଶ୍ରମିକଙ୍କୁ ମିଳିବ ରୋଜଗାର

ଗରିବ କଲ୍ୟାଣ ଯୋଜନା; ଓଡ଼ିଶାର ୪ଟି ଜିଲ୍ଲାର ପ୍ରବାସୀ ଶ୍ରମିକଙ୍କୁ ମିଳିବ ରୋଜଗାର ଭୁବନେଶ୍ୱର : ଜୁନ ୨୦:ପ୍ରବାସୀ ଶ୍ରମିକମାନଙ୍କୁ କାମ ଦେବା ଓ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ତଥା ଗ୍ରାମୀଣ ବିକାଶର ସମ୍ଭାବନା ଗୁଡିକୁ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ ହୋଇଥିବା ଗରିବ କଲ୍ୟାଣ ରୋଜଗାର ଅଭିଯାନକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ପୂର୍ବ ଭାରତର ସମଗ୍ର ବିକାଶକୁ ପ୍ରାଥମିକତା ଦେଇ ଓଡ଼ିଶାର ୪ଟି ଜିଲ୍ଲା ଗଞ୍ଜାମ, ଭଦ୍ରକ, ବଲାଙ୍ଗିର ଏବଂ ବାଲେଶ୍ୱରକୁ ଗରିବ କଲ୍ୟାଣ ରୋଜଗାର ଅଭିଯାନ […]
Read More...

Advertisement