kala baishaki
ପାଣିପାଗ 

କାଳବୈଶାଖୀ ପ୍ରଭାବରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

କାଳବୈଶାଖୀ ପ୍ରଭାବରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ଭୁବନେଶ୍ୱର: ମଇ ୨୧: ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା । ଏନେଇ ସତର୍କ ସୂଚନା ଜାରି କରାଯାଇଛି । ଏହି ୧୪ ଜିଲ୍ଲା ଗୁଡ଼ିକ ହେଲା-କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ଗଜପତି । ଏହି ୧୪ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀ ହୋଇପାରେଛ । ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ […]
Read More...

Advertisement