Karti Chidambaram
ଦେଶ- ବିଦେଶ 

ଚିଦାମ୍ବରମଙ୍କ ପୁଅଙ୍କୁ କରୋନା

ଚିଦାମ୍ବରମଙ୍କ ପୁଅଙ୍କୁ କରୋନା ଭୁବନେଶ୍ୱର : ଅଗଷ୍ଟ ୩:ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମଙ୍କ ପୁଅ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ପି.ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ନିଜର ପରୀକ୍ଷା କରାଇଥିଲେ । ସ୍ୱାବ ନମୁନା ପରୀକ୍ଷା କରାଯିବା ପରେ ଏବେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । ଏ ନେଇ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍‌ ଟୁଇଟ୍‌ କରି ଜଣାଇଛନ୍ତି । […]
Read More...

Advertisement