Kendu leaf workers help
ରାଜନୀତି  ଓଡ଼ିଶା 

କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିଲା ସହାୟତା,‘ଗରିବ ଲୋକର ଖୁସି ମୋର ସବୁଠାରୁ ବଡ ଖୁସି’ : ମୁଖ୍ୟମନ୍ତ୍ରୀ

କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିଲା ସହାୟତା,‘ଗରିବ ଲୋକର ଖୁସି ମୋର ସବୁଠାରୁ ବଡ ଖୁସି’ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ୨୭-୧୧-୨୦୨୨ : ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା ।ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ୪୩କୋଟି ଟଙ୍କା ଦିଆଗଲା । DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ […]
Read More...

Advertisement