Keonjhar
ଓଡ଼ିଶା  ଅପରାଧ 

ନାବାଳିକାକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତର ଆତ୍ମହତ୍ୟା ଉଦ୍ୟମ

ନାବାଳିକାକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତର ଆତ୍ମହତ୍ୟା ଉଦ୍ୟମ କେନ୍ଦୁଝର: ଜୁଲାଇ ୨୨: ନାବାଳିକା କୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତର ଆତ୍ମହତ୍ୟା ଉଦ୍ୟମ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା, ଚମ୍ପୁଆ ଥାନା ଅନ୍ତର୍ଗତ ରଘୁଆଳ ସାହି ଅଂଚଳରେ । ଗୁରୁତର ଅବସ୍ଥାରେ ଅଭିଯୁକ୍ତ କୈଳାସ ସିତାରୀକୁ ଚମ୍ପୁଆ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାର ଚିକିତ୍ସା ଚାଲିଛି । ଚମ୍ପୁଆ ପୋଲିସ ଘଟଣା ସ୍ଥଳରେ ପହଁଚି ପୁରା ଘଟଣାର ଛାନଭିନ୍ ଚଳାଇଛି । ସୂଚନା ଅନୁଯାୟୀ, ନାରଦପୁର […]
Read More...

Advertisement