late chief minister nandini satpathy
ଓଡ଼ିଶା 

ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ୯୧ତମ ଜନ୍ମ ଜୟନ୍ତୀ

ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ୯୧ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର: ଜୁନ ୦୯: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଆଜି ୯୧ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକ ସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି । ନନ୍ଦିନୀ ଦେବୀ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଶ୍ରଦ୍ଧାଞ୍ଜଳୀ ଓ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ଦଳମତ ନିର୍ବିଶେଷରେ ବହୁ ନେତା ଓ ଅନୁଗାମୀ ଉପସ୍ଥିତ ରହି ସ୍ୱର୍ଗତଃ ନେତାଙ୍କୁ ଶ୍ରଦ୍ଧାସୁମନ ଜ୍ଞାପନ କରିଥିଲେ । ଏହି […]
Read More...

Advertisement