latest corona update
ଓଡ଼ିଶା 

ରାଜ୍ୟରେ କମୁଛି କରୋନା ସଂକ୍ରମଣ, ଆଜି ୪୭୭ ସଂକ୍ରମିତ ଏବଂ ୪ ମୃତ

ରାଜ୍ୟରେ କମୁଛି କରୋନା ସଂକ୍ରମଣ, ଆଜି ୪୭୭ ସଂକ୍ରମିତ ଏବଂ ୪ ମୃତ ଭୁବନେଶ୍ୱର: ଅକ୍‌ଟୋବର ୧ : ଆଜି ରାଜ୍ୟରେ ୬୫, ୪୫୯ ସ୍ୱାବ ଟେଷ୍ଟ ମଧ୍ୟରୁ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୬ ହଜାର ୯୫୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]
Read More...

Advertisement