ଭୁବନେଶ୍ୱର: ଅକ୍ଟୋବର ୨୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୮ ରହିଛି । ଖୋର୍ଦ୍ଧାରେ ସର୍ବାଧିକ ୨୭୯ କରୋନା ସଂକ୍ରମିତ ଚିହ୍ନଟ ହୋଇନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୬ ହଜାର ୫୩୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୧୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୯୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୭୮୫ ରହିଛି ।
Covid-19 Report For 19th October
New Positive Cases: 559
Of which 0-18 years: 71
In quarantine: 321
Local contacts: 238(Details of local contacts will be shared by concerned Dist Administration)
1. Angul: 2
2. Balasore: 12
3. Bargarh: 2
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) October 20, 2021
23. Sundargarh: 10
24. State Pool: 68New recoveries: 618
Cumulative tested: 21246062
Positive: 1036532
Recovered: 1023398
Active cases: 4785— I & PR Department, Odisha (@IPR_Odisha) October 20, 2021

Comments are closed.