Latest IMD Forecast
ଓଡ଼ିଶା  ପାଣିପାଗ 

ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ

ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ ଭୁବନେଶ୍ୱର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ୩ ଦିନରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ […]
Read More...

Advertisement