latest odisha covid news
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ୬୩୦ ସଂକ୍ରମିତ ଓ ୮ ମୃତ

୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ୬୩୦ ସଂକ୍ରମିତ ଓ ୮ ମୃତ ଭୁବନେଶ୍ୱର: ସେପ୍‌ଟେମ୍ବର ୧୧ : ଆଜି ରାଜ୍ୟରେ ୬୩, ୮୧୭ ସ୍ୱାବ ଟେଷ୍ଟ ମଧ୍ୟରୁ ୬୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୫ ହଜାର ୭୧୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]
Read More...

Advertisement