Lawrence Bishnoi gang
ମନୋରଞ୍ଜନ  ଦେଶ- ବିଦେଶ 

ସଲମାନଙ୍କୁ ୱାଇ ବର୍ଗ ସୁରକ୍ଷା

ସଲମାନଙ୍କୁ ୱାଇ ବର୍ଗ ସୁରକ୍ଷା ମୁମ୍ବାଇ: ବଲିଉଡର ଭାଇଜାନ ସଲମାନଙ୍କ ଖାନ୍‌ଙ୍କ ଜୀବନ ପ୍ରତି ରହିଛି ବିପଦ । କିଛିଦିନ ତଳେ ସଲମାନ ଖାନ୍‌ଙ୍କୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ହତ୍ୟା ଧମକ ମିଳିବା ପରେ ତାଙ୍କ ସୁରକ୍ଷା କଡା କଡି କରାଯାଇଥିଲା । ଏବେ ମୁମ୍ବାଇ ପୁଲିସ ତାଙ୍କ ସୁରକ୍ଷାକୁ ଆହୁରି ବାଇ ଦେଇଛି । ବଲିଉଡ ଅଭିନେତା ସଲମାନଙ୍କୁ ହତ୍ୟା ଧମକ ମିଳିବା ପରେ ତାଙ୍କୁ କ୍ୟାଟେଗୋରୀର ସୁରକ୍ଷା ଦିଆଯାଇଥିଲା । କି;ୁ ମୁମ୍ବାଇ ପୁଲିସର ସୁରକ୍ଷା ବ୍ରାଞ୍ଚ […]
Read More...

Advertisement