Lightening death in Odisha
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ବଜ୍ରପାତ ନେଲା ୮ ଜୀବନ
Published On
By Samaya Live
ଭୁବନେଶ୍ୱର : ଜୁନ ୮:ଏକ ଦୁର୍ଭାଗ୍ୟଜନକ ଘଟଣାକ୍ରମରେ ବଜ୍ରାପାତ ଯୋଗୁ ୮ଜଣଙ୍କର ଜୀବନ ଯାଇଛି । ମୃତକଙ୍କ ମଧ୍ୟରେ ଗଜପତି ମୋହନାରେ ଜଣେ, ନବରଙ୍ଗପୁର ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ, କେନ୍ଦ୍ରାପଡ଼ା ମହାକାଳପଡ଼ା, ଜଗତସିଂହପୁର ବାଲିକୁଦା ବ୍ଲକରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ଢେଙ୍କାନାଳରେ ୨ ଜଣ ମହିଳା ଓ କଟକ ଟାଙ୍ଗୀ ବ୍ଲକରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି ।

